Advertisement
Posted inଜାତୀୟ

ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଉପରକୁ ଆଉ ଏକ ଲେଟର ବମ, ଏବେ ପଲିଗ୍ରାଫ ଟେଷ୍ଟକୁ ଦେଲେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ଆଉ ଏକ ଲେଟର ବମ ସାମ୍ନାକୁ ଆସିଛି । ସୁକେଶ ତାଙ୍କ ଓକିଲ ଅଶୋକ ସିଂଙ୍କ ଜରିଆରେ ଏହାକୁ ଜାରି କରିଛନ୍ତି । ଏଥିରେ ସୁକେଶ ଚନ୍ଦ୍ରଶେଖର ପଲିଗ୍ରାଫ ଟେଷ୍ଟ କରିବାକୁ ଚ୍ୟାଲେଞ୍ଜ ଦେଇଛନ୍ତି ଆଉ କହିଛନ୍ତି ମୁଁ ସତ୍ୟେନ୍ଦ୍ର ଜୈନ ଓ କେଜରିୱାଲଙ୍କ ବିରୋଧରେ ଦେଇଥିବା ଅଭିଯୋଗ ଉପରେ ମୋର ପଲିଗ୍ରାଫ ଟେଷ୍ଟ କରିବା ସଜେଶନକୁ ସ୍ୱାଗତ କରୁଛି ।
ଏହାସହ ସୁକେଶ ମୁଖ୍ୟମନ୍ତ୍ରୀ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି । ସେ କହିଛନ୍ତି ସେମାନେ ବି ଏଥିପାଇଁ କଂସେଂଟ ଦିଅନ୍ତୁ ଓ ଏକାଥରେ ୩ ଜଣଙ୍କ ଟେଷ୍ଟ କରାଯାଉ । ଲେଟରରେ ଆହୁରି ମଧ୍ୟ ସୁକେଶ କହିଛନ୍ତି ଏହି ଟେଷ୍ଟର ଲାଇଭ୍ ଟେଲିକାଷ୍ଟ କରାଯିବା ଉଚିତ, ତାହେଲେ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କ ସତ ଦେଶ ସାମ୍ନାରେ ଉଜାଗର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୮।୯: ଦଶହରା ଏବଂ ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ବଡ ଉପହାର ଦେଇଛନ୍ତି। ସରକାର ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ...

ଏସ୍‌ସି, ଏସ୍‌ଟି ଆଇନ: ବିନା ତଦନ୍ତରେ ଦାଏର ହୋଇପାରିବ ଏଫ୍‌ଆଇଆର୍‌; ରାୟ ପ୍ରତ୍ୟାହାର କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୧୦(ପି.ଟି.): ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍‌ଟି) ଆଇନ ସମ୍ପର୍କିତ ରାୟ ଦେବାର ଦେଢ଼ବର୍ଷ ପରେ ସୁପ୍ରିମକୋର୍ଟ ଏହାକୁ ଆଂଶିକ ଭାବେ ପ୍ରତ୍ୟାହାର...

୧୧୫ ନିଖୋଜ ଆନ୍ଦୋଳନକାରୀଙ୍କ ତାଲିକା ଜାରି କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାକୁ...

ମଙ୍ଗଳସୂତ୍ର ବନ୍ଧାରଖି କିଣିଲେ ଟିଭି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବାଙ୍ଗାଲୋର, ୧।୮: କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ସମଗ୍ର ଦେଶରେ ସ୍କୁଲ, କଲେଜ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ପିଲାମାନେ ଟିଭି...

ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟକୁ ସୁପ୍ରିମ୍‌କୋର୍ଟ ମଞ୍ଜୁରୀ

ନୂଆଦିଲ୍ଲୀ,୫।୧: ଡିସେମ୍ବର ୨୦୨୦ରେ ନୂଆ ସଂସଦ ଭବନ ନିର୍ମାଣରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ପରିବେଶ ସମ୍ପର୍କିତ କାରଣରୁ ବାଧା ସୃଷ୍ଟି କରାଯାଇଥିଲା। ତେବେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ସେଣ୍ଟ୍ରାଲ...

କୋର୍ଟରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୧୦।୧୦: ବିଦେଶ ଗସ୍ତରେ ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାରତ ଫେରିବା ପରେ ଗୁଜରାଟର ସୁରଟଠାରେ ଥିବା ଏକ କୋର୍ଟରେ ମାନହାନୀ ମାମଲାରେ...

ଭାରତରେ ବୁର୍ଖା ନିଷେଧ ପାଇଁ ଦାବି କଲା ଶିବସେନା

ମୁମ୍ବାଇ,୧।୫: ଶିବସେନା ଭାରତରେ ବୁର୍ଖା ପିନ୍ଧିବା ଉପରେ କଟକଣା ଜାରି କରିବାକୁ ଦାବି କରିଛି। ଶ୍ରୀଲଙ୍କାରେ ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଥିବାବେଳେ ଭାରତ ମଧ୍ୟ ଏହା...

Advertisement
Archives

Model This Week