୫ ବଡ଼ ନଦୀକୁ ସଂଯୋଗ ଯୋଜନା, ୨୫ ହଜାର କିଲୋମିଟର ରାଜପଥର ବିକାଶ, ୬୦ ଲକ୍ଷ ନୂଆ ଚାକିରି…

ନୂଆଦିଲ୍ଲୀ, ୧।୨ : ଆଗାମୀ ବର୍ଷରେ ୨୫ ହଜାର କିଲୋମିଟର ରାଜପଥର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆଗାମୀ ୩ ବର୍ଷରେ ୪୦୦ ନୂତନ ବନ୍ଦେ ଭାରତ ଟ୍ରେନ ଆରମ୍ଭ ହେବ। ଦେଶରେ ୬୦ ଲକ୍ଷ ନୂତନ ଚାକିରିର ବ୍ୟବସ୍ଥା କରାଯିବ। ୩୦ ଲକ୍ଷ ଅତିରିକ୍ତ ଚାକିରି ଯୋଗାଇଦେବା ପାଇଁ ସରକାରଙ୍କର କ୍ଷମତା ଅଛି ବୋଲି ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ କହିଛନ୍ତି। ଏଲଆଇସିର ଆଇପିଓ ଶୀଘ୍ର ଆସିବ ଏବଂ ଏଥିପାଇଁ ଆବଶ୍ୟକ କାର୍ଯ୍ୟର କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ଦେଶରେ ଆଇଟି ଏବଂ ବେସରକାରୀ କ୍ଷେତ୍ରକୁ ପ୍ରୋତ୍ସାହନ ଦିଆଯିବ ଏବଂ ଆଧୁନିକ ଭିତ୍ତିଭୂମି ଉପରେ ଧ୍ୟାନ ଦିଆଯିବ।
୨୦୨୧-୨୨ ଆର୍ଥିକ ବର୍ଷରେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ହାର ୯.୨ ପ୍ରତିଶତ ହେବ ଏବଂ ଅର୍ଥନୀତିକୁ ଫେରାଇ ଆଣିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିଛି। ଦେଶର ୫ଟି ବଡ ନଦୀକୁ ସଂଯୋଗ କରିବାର ଯୋଜନା ଅଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?