Posted inଜାତୀୟ

ଦ୍ୱିତୀୟଥର ମେଘାଳୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସାଙ୍ଗମା

ଶିଲଂ,୭।୩: ମେଘାଳୟ ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟଥର ପାଇଁ ଶପଥ ନେଲେ କନରାଡ ସାଙ୍ଗମା। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଭାଜପାର ବରିଷ୍ଠ ନେତା ଉପସ୍ଥିତ ଥିଲେ। କନରାଡ ସାଙ୍ଗମାଙ୍କ ବ୍ୟତୀତ ପ୍ରେଷ୍ଟନ ଟିନ୍ସଙ୍ଗ ଏବଂ ସ୍ନିଆବଭାଲାଙ୍ଗ ଧର ମେଘାଳୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ମେଘାଳୟ ବିଧାନସଭା ନିର୍ବାଚନ ଫେବୃୟାରୀ ୨୦ରେ ଅନୁଷ୍ଠିତ ହୋଇଥିଲା। ତେବେ ମାର୍ଚ୍ଚ ୨ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିଲା। ଯେଉଁଥିରେ କନରାଡ ସାଙ୍ଗମାଙ୍କ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି)୨୬ଟି ସିଟ୍‌ରେ ଜିତିଥିଲା। କନରାଡ ଭାଜପା ସହିତ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କଠାରେ ଦାବି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri