Posted inଜାତୀୟ

ଜି-୨୦ ନୂଆଦିଲ୍ଲୀ ଘୋଷଣା ପତ୍ରକୁ ସହମତି: ସୂଚନା ଦେଲେ ପ୍ରଧାନମନ୍ତ୍ରୀ..

ନୂଆଦିଲ୍ଲୀ,୯।୯ : ଦିଲ୍ଲୀରେ ଚାଲିଥିବା ଜି -୨୦ ବୈଠକର ଦ୍ୱିତୀୟ ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଦ୍ୱିତୀୟ ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ଅତିଥି ଦେଶର ମୁଖ୍ୟମାନଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ନୂଆଦିଲ୍ଲୀ ଜି -୨୦ ଘୋଷଣାନାମାରେ ଏକ ସହମତି ପ୍ରକାଶ ପାଇଛି।

ବିଶେଷ କଥା ହେଉଛି ଜି -୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି ଦେଶର ନାମ ନେବାବେଳେ ‘ଭାରତ’ ଶବ୍ଦ ବ୍ୟବହାର କରିଥିଲେ।

ଆଫ୍ରିକୀୟ ୟୁନିଅନକୁ ଜି-୨୦ର ସଦସ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରସ୍ତାବକୁ ଏହି ପ୍ରଭାବଶାଳୀ ଗୋଷ୍ଠୀର ସମସ୍ତ ସଦସ୍ୟ ଦେଶ ଗ୍ରହଣ କରିଛନ୍ତି। ଏହା ସହିତ ‘ଗ୍ଲୋବାଲ ସାଉଥ’ର ଏହି ପ୍ରମୁଖ ଗୋଷ୍ଠୀ ବିଶ୍ୱର ଶୀର୍ଷ ଅର୍ଥନୀତିର ସ୍ବତନ୍ତ୍ର ଗୋଷ୍ଠୀରେ ଯୋଗ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?