ପରୀକ୍ଷା ଫି’ ଫେରାଇବାକୁ ବିଚାରକର

ନୂଆଦିଲ୍ଲୀ, ୧୫ା୭: କୋଭିଡ୍‌ ମହାମାରୀ ଯୋଗୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ଚଳିତ ବର୍ଷ ବାତିଲ କରି ଦିଆଯାଇଛି। ତେଣୁ ପିଲାଙ୍କଠାରୁ ଆଦାୟ ହୋଇଥିବା ପରୀକ୍ଷା ଫି’ ଫେରାଇବାକୁ ସିବିଏସ୍‌ଇ ୮ ସପ୍ତାହ ମଧ୍ୟରେ ବିଚାର କରୁ ବୋଲି ଦିଲ୍ଲୀ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷା ବାବଦକୁ ୨୧ଶହ ଟଙ୍କା ଦେଇଥିବା ଜଣେ ଦଶମ ଛାତ୍ରଙ୍କ ମା’ ଦୀପା ଯୋସେଫ୍‌ଙ୍କ ପକ୍ଷରୁ ଏ ନେଇ ଏକ ଆବେଦନର ଶୁଣାଣି କରି ଜଷ୍ଟିସ୍‌ ପ୍ରତୀକ ଜଲାନ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି। ବୋର୍ଡର କୌଣସି ପଦକ୍ଷେପ ଉଭୟ ପକ୍ଷ ପାଇଁ ଯୁକ୍ତିଯୁକ୍ତ ହେବା ଆବଶ୍ୟକ। ଯଦି ଯୋସେଫ୍‌ ଏଥିରେ ସନ୍ତୁଷ୍ଟ ନ ହୁଅନ୍ତି ତେବେ ପରୀକ୍ଷା ବାତିଲ ନିଷ୍ପତ୍ତି ସିବିଏସ୍‌ଇ ପାଇଁ ଏକ ଚ୍ୟାଲେଞ୍ଜ ହେବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri