Posted inଜାତୀୟ

ଷଡ଼ଯନ୍ତ୍ର ମୋତେ ରୋକି ପାରିବ ନାହିଁ: ମମତା

କୋଲକାତା,୧୬।୩: କୌଣସି ଷଡ଼ଯନ୍ତ୍ର ତାଙ୍କୁ ରାଜ୍ୟରେ ନିର୍ବାଚନ ପ୍ରଚାରରୁ ଅଟକାଇପାରିବ ନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କହିଛନ୍ତି। ହୃଦ୍‌ସ୍ପନ୍ଦନ ଚାଲୁଥିବାଯାଏ ଭାଜପା ବିରୋଧରେ ଲଢ଼େଇ ଜାରି ରଖିବେ। ନିର୍ବାଚନ ଜିତିବାକୁ ଭାଜପା ଦିଲ୍ଲୀରୁ ନେତା ଆଣିଛି। ହେଲେ ସେମାନେ କଦାପି ପଶ୍ଚିମବଙ୍ଗରେ ଜିତିପାରିବେ ନାହିଁ। ଗତ ୧୦ ବର୍ଷ ମଧ୍ୟରେ ତାଙ୍କ ସରକାର ରାଜ୍ୟରେ ଅନେକ ବିକାଶ ଓ ଜନହିତକର କାର୍ଯ୍ୟ କରିଛି। ଭାଜପା ପ୍ରଧାନମନ୍ତ୍ରୀ ଦେଶ ଚଳାଇପାରୁ ନାହାନ୍ତି। ସେ ସମ୍ପୂର୍ଣ୍ଣ ଅଯୋଗ୍ୟ ବୋଲି ମମତା କହିଥିଲେ।
ପୁରୁଲିଆ ରାଲିରେ ମମତା କହିଥିଲେ, ଲୋକଙ୍କ ଯନ୍ତ୍ରଣା ତାଙ୍କ ଯନ୍ତ୍ରଣାଠାରୁ ଅଧିକ। ଭଙ୍ଗାଗୋଡ଼ରେ ପ୍ରଚାର ପାଇଁ ସେ ବାହାରି ପାରିବେ ନାହିଁ ବୋଲି କେତେଜଣ ଭାବିଥିଲେ। ଭାଗ୍ୟ ଭଲ ସେ ବଞ୍ଚତ୍ୟାଇଛନ୍ତି। ହୁଇଲ୍‌ ଚେୟାରରେ ପ୍ରଚାର ଜାରି ରଖିବେ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri