Posted inଜାତୀୟ

ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦।୧୨: ବିହାରରେ ଆତଙ୍କବାଦୀଙ୍କ ପକ୍ଷରୁ ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ଏଭଳି କାର୍ଯ୍ୟ ଜାରି ରହିଛି। ପଶ୍ଚିମବଙ୍ଗର ସିଲିଗୁଡ଼ି ତଥା ନେପାଳ ଏବଂ ବାଂଲାଦେଶରେ ବସି ଆତଙ୍କବାଦୀ ମୁଖିଆମାନେ ରାଜ୍ୟର ପୂର୍ଣ୍ଣିଆ,କଟିହାର, କିଶନଗଞ୍ଜ,ମଧୁବନି, ସମସ୍ତିପୁର ଏବଂ ଦରଭଙ୍ଗା ଆଦି ଜିଲାରେ ସ୍ଲିପରସେଲ୍‌ ନେଟ୍‌ ଓ୍ବାର୍କ ବଢ଼ାଇବା କାର୍ଯ୍ୟ ଜାରି ରଖିଛନ୍ତି। ସେହିପରି ସ୍ଲିପରସେଲ୍‌କୁ ପାଣ୍ଠି ଯୋଗାଣ ମଧ୍ୟ ଜାରି ରହିଥିବା କୁହାଯାଉଛି। ଧରାପଡ଼ିଥିବା ୫ ଜଣ ଆଫଗାନିସ୍ତାନ ନାଗରିକଙ୍କୁ ପଚରା ଉଚରା ସମୟରେ ଏହା ଜଣାପଡ଼ିଛି। କଟିହାର ଏସ୍‌ପି ବିକାଶ କୁମାର ମିଳିଥିବା ତଥ୍ୟକୁ ସୁରକ୍ଷା ଏଜେନ୍ସି ଏବଂ ଗୋଇନ୍ଦା ବିଭାଗକୁ ହସ୍ତାନ୍ତର କରିଛନ୍ତି। ସୁରକ୍ଷା ଏଜେନ୍ସି ପକ୍ଷରୁ ଶୀଘ୍ର ସମ୍ପୃକ୍ତ ଆଫଗାନିସ୍ତାନ ନାଗରିକଙ୍କୁ ପଚରା ଉଚରା ପାଇଁ ରିମାଣ୍ଡରେ ନିଆଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା…

ଭାବାବେଗକୁ ଆଘାତ ଦେଲା….: ଅଡୁଆରେ ଶାସକ ଦଳ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ବିଶ୍ୱପ୍ରସିଦ୍ଧ କୁହାଯାଏ। ଏହି ମହୋତ୍ସବରେ ଦିନକୁ ଦିନ ଅଧିକ ନୂତନତ୍ତ୍ୱ ଏବଂ ଆକର୍ଷଣ ଆଣିବା ପାଇଁ ଉଦ୍ୟମ…

ମାଲିକର ପୋଷା କୁକୁର ସହିତ ଅପ୍ରାକୃତ ସମ୍ପର୍କ ପାଇଁ ଚେଷ୍ଟା କରୁଥିଲେ ରୋଷେୟା, ଧରାପଡିବା ପରେ…

ଭୁବନେଶ୍ବର୨୬।୫(ପ୍ରସନଜିତ୍‌ ସାହୁ): ଚନ୍ଦକା ଥାନା ଅଞ୍ଚଳରେ ଏକ ଫାର୍ମ ହାଉସର ରୋଷେୟା ଏକ ପୋଷା ଡାଲ୍‌ମିଶନ କୁକୁରକୁ ଆକ୍ରମଣ ସହ ଅପ୍ରାକୃତ ସମ୍ପର୍କ ଉଦ୍ୟମ କରିଥିବା ନେଇ…

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri