ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି କନଷ୍ଟେବଳ ଗିରଫ

କେନ୍ଦୁଝର,୧୮ା୮(ସ୍ବ.ପ୍ର.): ଜିଲା ମୁଖ୍ୟ ଡାକ୍ତରଖାନାର ଟିକାକରଣ କେନ୍ଦ୍ରରେ କାର୍ଯ୍ୟରତ ଜଣେ ସ୍ବାସ୍ଥ୍ୟ ବିଭାଗ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି। ତାଙ୍କ ନାମ ପରମେଶ୍ବର ସେଠୀ ଏବଂ ଘର ପାଟଣା ବ୍ଲକ ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେ ମଙ୍ଗଳବାର ଉକ୍ତ ଓ୍ବାର୍ଡର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହୋଇଥିଲେ। ଏକୁଟିଆ ଦେଖି ସ୍ବାସ୍ଥ୍ୟକର୍ମୀଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ପରେ ପୋଲିସ ତାଙ୍କୁ ଆଜି ଗିରଫ କରି ମେଡିକାଲ ଚେକ୍‌ ଅପ୍‌ କରିଛି। ଏନେଇ ଟାଉନ ଥାନା ଅଧିକାରୀ ପ୍ରମୋଦିନୀ ସାହୁ କହିଛନ୍ତି ଯେ, ଅଭିଯୋଗ ପରେ ଗିରଫ କରାଯାଇଛି। ଅଧିକ ତଦନ୍ତ ଚାଲିଛି। ଏନେଇ ଏସ୍‌ଡିପିଓ, ସଦର ପି. ଜେ. ଟପୋ କହିଛନ୍ତି, ଉକ୍ତ କନଷ୍ଟେବଳ ମେଡିକାଲରେ ଡ୍ୟୁଟିରେ ଥିଲେ। ଦୁଇଜଣ ଯାକ ବିବାହିତ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?