କ୍ୱାର୍ଟର୍ସରେ ଆତ୍ମହତ୍ୟା କଲେ କନଷ୍ଟେବଳ

ତିହିଡ଼ି,୨୭ା୮(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନାର କାର୍ଯ୍ୟରତ ଜଣେ କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ଥାନା ପରିସରରେ ସେ ରହୁଥିବା ସରକାରୀ କ୍ୱାର୍ଟର୍ସରେ ଶନିବାର ରାତିରେ ଫ୍ୟାନରେ ଶାଢ଼ି ସହାୟତାରେ ଆତ୍ମହତ୍ୟା କରିଛନ୍ତି। କନଷ୍ଟେବଳ ଜଣକ ହେଲେ ତୋଫାନ କୁମାର ପାତ୍ର (୪୮) ଏବଂ ତାଙ୍କ ଘର କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଭଣ୍ତାରିପଡ଼ା ଗ୍ରାମରେ। ପାରିବାରିକ କଳହରୁ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତିହିଡ଼ି ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ କନଷ୍ଟେବଳ ଜଣକ ଗତ କିଛିଦିନ ଧରି ମାନସିକ ଚାପରେ ରହୁଥଲେ। ଯେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri