କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା

ହରଭଙ୍ଗା,୧୫।୧୧(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅଧୀନ ଯାଜପୁର ବାଲିସାହି ଗ୍ରାମରେ ଜଣେ କନଷ୍ଟେବଲଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ପୋଲିସ କନଷ୍ଟେବଲ ଉଦୟ ରଞ୍ଜନ ପଟ୍ଟନାୟକ (୫୪)। ସେ କନ୍ଧମାଳ ଜିଲା ବାଲିଗୁଡା ଥାନାରେ କାର୍ଯ୍ୟରତ ଥିଲେ। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ସଞ୍ଜୟ ନାଏକ। ଏ ନେଇ ପୁରୁଣାକଟକ ଥାନାରେ ଏକ ମାମଲା (ନଂ.୧୯୪/୨୫) ରୁଜୁ ହୋଇଛି।

ପୋଲିସ ସୂଚନା ଅନୁସାରେ, କିଛିଦିନ ତଳେ ମୃତ କନଷ୍ଟେବଲ ଉଦୟ ରଞ୍ଜନ ନିଜ ଗ୍ରାମ ଯାଜପୁର ବାଲିସାହିକୁ ଆସିଥିଲେ। ଏହି ସମୟରେ ସେ ସଞ୍ଜୟଙ୍କ ସହିତ ମିଳାମିଶା କରୁଥିଲେ। କୌଣସି କାରଣରୁ ଉଭୟଙ୍କ ମଧ୍ୟରେ କୁଆଡେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସଞ୍ଚୟ ତାଙ୍କୁ ଏକ ପଥରରେ ଛେଚି ହତ୍ୟା କରିବା ପରେ ଘର ପଛପଟ ଏକ ଅଳିଆ ଗଦାରେ ପୋତିଦେଇଥିଲେ। ମୃତଦେହ ପଚି ଗନ୍ଧ ହେବାରୁ ଶନିବାର ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିବା ସହ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ ସ୍କ୍ବାଡ୍‌ ସାହାଯ୍ୟରେ ତଦନ୍ତ କରିଥିଲା। ଏହି ଘଟଣାରେ ପୋଲିସ ସଞ୍ଜୟଙ୍କୁ ଗିରଫ କରିଛି। ଗତ ୪ଦିନ ତଳେ ଅଭିଯୁକ୍ତ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି ବୋଲି ପୁରୁଣାକଟକ ଥାନାଧିକାରୀ ଅରୁଣ କୁମାର ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri