Posted inଜାତୀୟ

ପଞ୍ଜାବର ଗୁରୁଦ୍ୱାରରରେ ଫୁଟିଲା ଗୁଳି, ଜଣେ ପୋଲିସ କର୍ମୀ ମୃତ

ଚଣ୍ଡିଗଡ,୨୩।୧୧: ପଞ୍ଜାବର କପୁରଥଲା ଗୁରୁଦ୍ୱାରରେ ନିହାଙ୍ଗ ଶିଖ୍‌ ଗୁଳି ଚଳାଇବାରୁ ଜଣେ ପୋଲିସ କର୍ମଚାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଆଉ ୫ଜଣ ପୋଲିସ ଗୁରୁତର ଆହତ ହୋଇଛନ୍ତି। ଅଧିକାରୀଙ୍କ କହିବାନୁସାରେ, ଗୁରୁଦ୍ୱାରର ମାଲିକାନାକୁ ନେଇ ଏହି ଗୁଳି ବିନିମୟ ହୋଇଛି। ଆହତ ପୋଲିସଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଗୁରୁଦ୍ୱାରକୁ ଖାଲି କରିବାକୁ ପୋଲିସ ଯାଇଥିଲା। ଏହାପରେ ନିହାଙ୍ଗ ଶିଖ୍‌ମାନେ ସେମାନଙ୍କ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଘଟଣାସ୍ଥଳରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଓ ପାଞ୍ଚଜଣଙ୍କ ଆହତ ହେବା ପରେ ଗୁରୁଦ୍ୱାର ଭିତରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି। ଏପର୍ଯ୍ୟନ୍ତ ୧୦ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri