ଚାକିରିରୁ ବିଦା ହେଲେ କନେଷ୍ଟବଳ ପ୍ରସନ୍ନ

ଭୁବନେଶ୍ୱ,୨୪।୧୦(ବ୍ୟୁରୋ): ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରବିବାର କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରସନ୍ନଙ୍କ ନାମରେ ୫ଟି ଫୌଜଦାରୀ ମାମଲା ରହିଛି। ଏପରି କି କୋଭିଡ୍‌ ନିମୟ ଉଲ୍ଲଂଘନ କରି ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାରକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଚଲାଉଥିଲେ। ଅଭିଯୋଗରେ ପରେ ପୋଲିସ ପ୍ରସନ୍ନଙ୍କୁ ଗିରଫ କରିଥିଲା। ପୋଲିସର ତଦନ୍ତ ପରେ ବିନା ଲାଇସେନ୍ସରେ ସେ ବାର ଚଲାଉଥିବା ଜଣାପଡିଥିଲା।

ସୂଚନା ଯୋଗ୍ୟ, ସେ ଭୁବନେଶ୍ୱର ହାବିଲଦାର ଓ କନେଷ୍ଟବଳ ସଂଘର ସମ୍ପାଦକ ଥିଲେ। ଗିରଫ ପରେ ପ୍ରସନ୍ନଙ୍କୁ ପୂର୍ବରୁ ଚାକିରିରୁ ନିଲମ୍ବିତ କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ଚାକିରିରୁ ବିଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଧକ୍କାରେ ଇନୋଭା ଚୁର୍‌ମାର: ଡ୍ରାଇଭର ମୃତ, ୭ ଗୁରୁତର

କେନ୍ଦୁଝର/ଚମ୍ପୁଆ,୧ା୭(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନାରଦପୁର ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

୨୭ରେ ହେବ ଯୁକ୍ତ୨ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରେ ଯୁକ୍ତ୨ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା...

ଦକ୍ଷିଣ ଓଡ଼ିଶାରେ ବନ୍ୟା ସମ୍ଭାବନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ...

୫ ଜଣିଆ କମିଟି ଗଠନ କଲେ ହାଇକୋର୍ଟ

କଟକ ଅଫିସ,୧୭ା୨:ଜଗତ୍‌ସିଂହପୁର ଜିଲା ଢିଙ୍କିଆ ବିବାଦ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦...

ଓଡ଼ିଆଙ୍କୁ ବିଆର୍‌ପିଏଲ୍‌ର ନାପସନ୍ଦ

ଯାଜପୁର ଅଫିସ/କଳିଙ୍ଗନଗର,୧୨।୪(ଡି.ଏନ୍‌.ଏ.)କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍‌ ଲିମିଟେଡ୍‌ (ବିଆର୍‌ପିଏଲ୍‌) କମ୍ପାନୀରେ ପରିବହନ ବ୍ୟବସାୟରେ ଅଣଓଡ଼ିଆଙ୍କ ରାଜ୍‌ ଚାଲିଛି। ଯେଉଁ ସ୍ଥାନୀୟ ଲୋକମାନେ ଜମିବାଡ଼ି, ଘରଦ୍ୱାର ହରାଇବା...

ବିନା ମାସ୍କରେ ଘରୁ ବାହାରିଲେ ଜରିମାନା

ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର...

ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୭-୮: ପଣ୍ଡିଚେରୀଠାରେ ଅନୁଷ୍ଠିତ ଜାତୀୟ ସାଇବର ସିକ୍ୟୁରିଟି ହାକାଥନରେ ସି.ଭି. ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଜାତୀୟ ସାଇବର ସିକ୍ୟୁରିଟି...

Advertisement
Archives

Model This Week