ବଳାତ୍କାର ଅଭିଯୋଗରେ ଗିରଫ ହେଲେ କନଷ୍ଟେବଳ

ଜୟପୁର,୧୫ା୧(ନି.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ କନଷ୍ଟେବଳଙ୍କୁ ଗିରଫ କରିଛି। ସେ ହେଲେ କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡାବୁଗୁଡା ଗ୍ରାମର ସଦାନନ୍ଦ ମାଣ୍ଡିଆ (୩୦)।

ଅବକାରୀ ବିଭାଗର ଜଣେ ମହିଳା କନଷ୍ଟେବଳଙ୍କୁ ସେ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୨୨୪/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ଘଟଣା ପରେ କନଷ୍ଟେବଳ ଜଣକ ଫେରାର ହୋଇଯାଇଥିଲେ। ହେଲେ ପୋଲିସର ଏକ ଟିମ୍‌ ମାଲକାନଗିରିରୁ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ପରେ ଅଭିଯୁକ୍ତ କନଷ୍ଟେବଳଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଟାଉନ ଥାନା ଅଧିକାରୀ ସଞ୍ଜୟ ମଣ୍ଡଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗଙ୍କୁ ମିଳିଲା ସହାୟତା

ହାଟଡିହୀ, ୩୦।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ୩୭ ନମ୍ବର ଜିଲା ପରିଷଦ ସଦସ୍ୟା ପ୍ରଣତି ଦେଓ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ କରିଛନ୍ତ। ନିଜ ଗ୍ରାମ...

ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ...

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ...

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି।...

ରାଶନ କାର୍ଡ ହିତାଧିକାରୀଙ୍କୁ ରିଲିଫ

କୃଷ୍ଣପ୍ରସାଦ,୧୫ା୫(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତ ଅଧୀନ ଖିରିସାହି ଗ୍ରାମରେ ରାଶନ କାର୍ଡ ହିତାଧିକାରୀଙ୍କୁ ମଙ୍ଗଳବାର ରିଲିଫ ପ୍ରଦାନ କରାଯାଇଛି| ପ୍ରତି କାର୍ଡ ପିଛା...

ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ...

ଉଜ୍ଜ୍ୱଳା ଯୋଜନା ଦିଗହରା

ସମ୍ବଲପୁର,୧୦ା୭(ବ୍ୟୁରୋ): କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନାକୁ ଲୋକାଭିମୁଖି ବୋଲି ପ୍ରଚାର କରୁଥିବାବେଳେ ସମ୍ବଲପୁର ଜିଲାରେ ଏହା ଦିଗହରା ହୋଇପଡିଛି। ୨୦୧୯ ଅକ୍ଟୋବର ମାସରୁ ପ୍ରାୟ ୨ବର୍ଷ...

ମହିଳାଙ୍କ ପାଇଁ ୨୯ ସରପଞ୍ଚ ପଦବୀ

ଢେଙ୍କାନାଳ ଅଫିସ,୧୦।୧: ଢେଙ୍କାନାଳ ଜିଲାର ଗଁଦିଆ ବ୍ଲକର ୨୯ ପଞ୍ଚାୟତ ମଧ୍ୟରୁ ୧୫ ଏବଂ ଓଡ଼ାପଡ଼ା ବ୍ଲକର ୨୮ ପଞ୍ଚାୟତ ମଧ୍ୟରୁ ୧୪ଟି ସରପଞ୍ଚ ପଦବୀ ବିଭିନ୍ନ...

Advertisement
Archives

Model This Week