କନ୍‌ଷ୍ଟେବଲଙ୍କ ଉପରେ ଚଢ଼ିଗଲା ଟ୍ରକ୍‌ : ଚାପା ଉତ୍ତେଜନା

ପାଟଣା,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ମୁମ୍ବାଇ-କୋଲକାତା ରାସ୍ତାର ଝାରବେଡ଼ା ଥାନା ଛକ ନିକଟରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ତୁରୁମୁଙ୍ଗା ଥାନାର କାର୍ଯ୍ୟରତ କନ୍‌ଷ୍ଟେବଲଙ୍କ ମୃତ୍ୟୁ ଘଟିଛି। ମୃତ କନ୍‌ଷ୍ଟେବଲ ହେଉଛନ୍ତି ରଘୁନାଥ ମୁର୍ମୁ। ସେ ସାଇକେଲ୍‌ ଯୋଗେ ଥାନାକୁ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାଧୀନ ଅବସ୍ଥାରେ ଦନ୍ତା ମୃତ

କେନ୍ଦୁଝର,୧ା୧୨(ସ୍ବ.ପ୍ର.): ଗୋଡ଼ରେ କ୍ଷତ ହୋଇ ଚିକିତ୍ସିତ ଥିବା ଏକ ୪୦ ବର୍ଷୀୟ ଦନ୍ତା ହାତୀର ଗୁରୁବାର ସକାଳେ ମୃତ୍ୟୁ ଘଟିଛି। ତା’ର ଆଗଗୋଡ଼ରେ ଆଘାତ ଲାଗିଥିଲା।...

ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି ,୫ା୧(ଡି.ଏନ.ଏ.)-ଆର.ଉଦୟଗିରି ଥାନାର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଶନିବାର ପୁଣି ବିପୁଳ ମରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି ଜିଲାପାଳ ଅନୁପମ...

ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ଭାପୁର,୧୫।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ଜଣେ ବୃଦ୍ଧା ନିଖୋଜ ଅଛନ୍ତି। ସେ ହେଲେ ଗୋଡ଼ିସାହିର ସତୀ ଘଡେଇ...

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର: ୪ରେ ଶପଥ ଗ୍ରହଣ ଉତ୍ସବ

କଟକ ଅଫିସ,୩ା୧: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌. ମୁରଲୀଧର ଆସନ୍ତା ୪ ତାରିଖ ପୂର୍ବାହ୍ନ ୧୦ଟାରେ ଶପଥ ନେବେ। ହାଇକୋର୍ଟର ପୁରୁଣା...

କୋବି ଫସଲକୁ ନଷ୍ଟ କଲେ ଦୁର୍ବୃତ୍ତ: ମୁଣ୍ଡରେ ହାତ ଦେଇ ବସିଲେ ଚାଷୀ

କଣ୍ଟାପଡ଼ା,୧୨।୧୧(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ଗ୍ରାମରେ ଜଣେ ଚାଷୀଙ୍କ କୋବି ଫସଲକୁ ଦୁର୍ବୃତ୍ତ ନଷ୍ଟ କରିଦେଇଛନ୍ତି। ବାବାଜି ସାହୁ ନାମକ ଚାଷୀ...

ମହାକାଳପଡ଼ାରୁ ନନ୍ଦନକାନନ ଆସିଲା ଥଣ୍ଟିିଆ କୁମ୍ଭୀର

ବାରଙ୍ଗ,୩୦ା୮(ଡି.ଏନ୍‌.ଏ.): ନନ୍ଦନକାନନକୁ ରବିବାର ରାତିରେ ଏକ ଥଣ୍ଟିଆ କୁମ୍ଭୀର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରୁ ଉଦ୍ଧାର ହୋଇ ଆସଛି। ସାମଯୋରି ଗ୍ରାମର କେତେଜଣ ଯୁବକ ପାଇକା ନଦୀକୁ...

ଟୋଲ୍‌ଗେଟ୍‌କୁ ନେଇ ବଢ଼ିଲା ଅସନ୍ତୋଷ

ବାରିପଦା ଅଫିସ,୮।୪- ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ ଓ ୪୯ନଂ. ଜାତୀୟ ରାଜପଥର ୩ଟି ସ୍ଥାନରେ ଟୋଲଗେଟ୍‌ ନିର୍ମାଣ ପରେ ଶୁଳ୍କ ଆଦାୟ ଆରମ୍ଭ...

ସୋରଡ଼ା ଆସିବେ ଲୋକ ସେବା ଆୟୋଗର ଚୟନକୃତ ୫ ଶିକ୍ଷାନିବେଶ

ସୋରଡ଼ା,୧୨ା୧୧(ଡି.ଏନ୍‌.ଏ.): ଭାରତୀୟ ଲୋକ ସେବା ଆୟୋଗର ଚୟନ କୃତ ୫ ଶିକ୍ଷାନିବେଶ ସୋମବାର ସୋରଡ଼ାରେ ପହଞ୍ଚିବେ। ଏଥିପାଇଁ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ପ୍ରଶାସନ ପକ୍ଷରୁ...

Advertisement
Archives

Model This Week