କୋଶଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନ ମିଳିଲେ ଆନ୍ଦୋଳନ

ବଲାଙ୍ଗୀର ଅଫିସ,୨୧।୨: କୋଶଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନରେ ସୋମବାର ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଭାଷାକର୍ମୀ ରାମଭକ୍ତ ଫରିକାର, ସାକେତ ଶ୍ରୀଭୂଷଣ ସାହୁ, ବୀରେନ୍ଦ୍ର କୁମାର ଝାଙ୍କର, ଶିକ୍ଷାବିତ୍‌ ମୀନା ମହାରଣା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଅତିଥିମାନେ ତୁରନ୍ତ କୋଶଲୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଥିଲେ। ସଭାକୁ ଏକାଡେମୀ ସମ୍ପାଦକ ଗୋରେଖନାଥ ସାହୁ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ ଜିଲାର ବହୁ ଭାଷାପ୍ରେମୀ, ସାହିତି୍ୟକ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ

କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ...

ମୋ ଧାମ ମୋ ଗର୍ବ ଅଭିଯାନ: ସାଇକେଲରେ ବୁଲି ସ୍ଥିତି ପରଖିଲେ ଜିଲାପାଳ

ପୁରୀ ଅଫିସ,୧୩ା୧୧: ସ୍ବଚ୍ଛତା କ୍ଷେତ୍ରରେ ପୁରୀ ହେବ ଦେଶର ଏକ ନମ୍ବର ସହର। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀକୁ କିପରି ଏହି ମାନ୍ୟତା ମିଳିବ ସେଥିଲାଗି...

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ...

ପୌରାଧ୍ୟକ୍ଷ ଆସନ ସଂରକ୍ଷଣକୁ ନେଇ ରାୟଗଡ଼ା ରାଜନୀତି ସରଗରମ

ରାୟଗଡ଼ା ଅଫିସ/ଗୁଣପୁର,୧୬।୧(ଡି.ଏନ୍‌.ଏ.)-  ପୌର ପରିଷଦର ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶନର...

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ...

ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା,...

ମନ୍ଦିର କାନ୍ଥରେ ପିଟିହେଲା କାର୍‌

କଣ୍ଟାମାଳ,୨୭।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଖଟଖଟିଆ ମେଟାକାନୀ ମନ୍ଦିର କାନ୍ଥରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ପିଟି ହୋଇଛି। ଏହି ଦୁର୍ଘଟଣାରେ ଜଣେ ମହିଳା...

ଡାକ୍ତର ସୁମିତଙ୍କ ଘର ଗ୍ରୀଲ ଭାଙ୍ଗିଲେ ମହିଳା

ବ୍ରହ୍ମପୁର ଅଫିସ,୨୦ା୧୨: ଡାକ୍ତର ସୁମିତ ଏବଂ ତପସ୍ବିନୀଙ୍କ ପାରିବାରକ କଳହ ନୂଆଁ ମୋଡ଼ ନେଉଛି। ଗୋଟିଏ ପଟେ ନ୍ୟାୟ ଓ ନିଜ ଅଧିକାର ପାଇଁ ବ୍ରହ୍ମପୁର...

Advertisement
Archives

Model This Week