ବିନା ସୂଚନାଫଳକରେ ଚାଲିଛି ନିର୍ମାଣ

ଚମ୍ପୁଆ, ୨୦।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ନିର୍ମାଣ ନିୟମ ବାଟବଣା ହୋଇଛି। ଆବଶ୍ୟକ ସୂଚନା ନ ଦେଇ କରାଯାଉଛି ଲକ୍ଷ ଲକ୍ଷ ଟଙ୍କାର ନିର୍ମାଣ କାର୍ଯ୍ୟ। ଠିକାଦାର ଠାରୁ ପେଟି ଠିକାଦାରମାନେ କାମ ନେଇ କାମର ମାନ ଓ ନିୟମ ଉଲ୍ଲଂଘନ କରୁଥିବା ବେଳେ ଯନ୍ତ୍ରୀଠାରୁ ଆରମ୍ଭ କରି ଅଧିକାରୀମାନେ ଚୁପ ରହି ସମର୍ଥନ କରୁଛନ୍ତି। ଏପରିକି କାମ ଆରମ୍ଭରେ ସୂଚନାଫଳକ ଲାଗିବାକୁ ଥିବାବେଳେ ଠିକାଦାରମାନେ କାମ ଶେଷରେ ସୂଚନା ଫଳକ ଲଗାଉଥିବା ଦେଖିବାକୁ ମିଳିଛି। ଏପରିକି ବିନା ସୂଚନା ଫଳକରେ ଅଙ୍କୁଶ ବିହୀନ ଭାବେ କାର୍ଯ୍ୟ କରାଯାଉଥିବା ବେଳେ ଯନ୍ତ୍ରୀ ତାହା ଜାଣି ନ ଥିବା ଅନେକ ସମୟରେ ପ୍ରକାଶ କରୁଛନ୍ତି। ଏସମ୍ପର୍କରେ ଯନ୍ତ୍ରୀ ରଞ୍ଜନ ମହାକୁଡ଼ଙ୍କୁ ପଚାରିବାରୁ ଆମେ ଠିକାଦାରଙ୍କୁ ସୂଚନା ଫଳକ ଲଗାଇବା ପାଇଁ କହିଛୁ ଏଦିଗରେ ତୁରନ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri