ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି କ୍ରିକେଟ ଏକାଡେମୀର ମଧ୍ୟ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଭର୍ଚ୍ଚୁଆଲ ମାଧ୍ୟମରେ ବୁଧବାର ଏହାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମକୁ ୱାଲର୍‌ଡ କ୍ଲାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ନବୀକରଣ କାର୍ଯ୍ୟ ବେଳେ ବାରବାଟୀ ଷ୍ଟାଡିୟମର ମୌଳିକତା ଅକ୍ଷୁର୍ଣ୍ଣ ରହିବ ବୋଲି ମଧ୍ୟ ଆଜି ଘୋଷଣା କରାଯାଇଛି ।
ଶିଳାନ୍ୟାସ ଉତ୍ସବରେ ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସମେତ ଏକ୍ସ ଇଣ୍ଡିଆନ କ୍ରିକେଟର ଇରଫାନ ପଠାନ ଏବଂ ଆଇପିଏଲ ଅଧ୍ୟକ୍ଷ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri