ପାଇକାରୀ ମୁଦ୍ରାସ୍ଫୀତି ୨୧ ମାସର ସର୍ବନିମ୍ନ ସ୍ତରରେ…

ନୂଆଦିଲ୍ଲୀ,୧୪।୧୨ : ଡିସେମ୍ବର ୧୪ ରେ ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଭାରତର ପାଇକାରୀ ମୁଦ୍ରାସ୍ଫୀତି ନଭେମ୍ବରରେ ୨୧ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ଏହା ୫.୮୫ ପ୍ରତିଶତକୁ ହ୍ରାସ ପାଇଛି। ସର୍ବଶେଷ ହୋଲସେଲ ମୂଲ୍ୟ ସୂଚକାଙ୍କ (ଡବ୍ଲୁପିଆଇ) ମୁଦ୍ରାସ୍ଫୀତି ଆକଳନ ଦୁଇ ମାସ ପୂର୍ବ ତୁଳନାରେ ୪୭୦ ଆଧାର ପଏଣ୍ଟ କମ ଅଟେ।

ଏକ ଆଧାର ପଏଣ୍ଟ ହେଉଛି ଶତକଡ଼ା ପଏଣ୍ଟର ଏକ ଭାଗ। ଅକ୍ଟୋବର ମାସରେ ଡବ୍ଲୁପିଆଇ ମୁଦ୍ରାସ୍ଫୀତି ୮.୩୯ ପ୍ରତିଶତ ଏବଂ ନଭେମ୍ବର ୨୦୨୧ରେ ୧୪.୮୭ ପ୍ରତିଶତ ରହିଥିଲା। ଖୁଚୁରା ମୁଦ୍ରାସ୍ଫୀତି ହ୍ରାସର ଖବର ଦୁଇ ଦିନ ପରେ ପାଇକାରୀ ମୁଦ୍ରାସ୍ଫୀତି ହ୍ରାସ ହେବାର ଖବର ଆସିଛି। ପରିସଂଖ୍ୟାନ ମନ୍ତ୍ରଣାଳୟର ତଥ୍ୟ ଦର୍ଶାଇଛି ଯେ ନଭେମ୍ବର ମାସରେ ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ) ମୁଦ୍ରାସ୍ଫୀତି ୫.୮୮ ପ୍ରତିଶତକୁ ହ୍ରାସ ପାଇଛି। ଅନେକ ମାସ ମଧ୍ୟରେ ପ୍ରଥମ ଥର ପାଇଁ ଏହା ରିଜର୍ଭ ବ୍ୟାଙ୍କର ସହନଶୀଳତା ବ୍ୟାଣ୍ଡର ଉପର ସୀମା ୨ରୁ୬ ପ୍ରତିଶତ ତଳେ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri