Posted inଫୁରସତ

ଗ୍ରାହକ ଅଧିକାର ସର୍ବୋପରି

ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୨୪ ଡିସେମ୍ବର ଭାରତରେ ଜାତୀୟ ଗ୍ରାହକ ଦିବସ ପାଳନ କରାଯାଇଥାଏ। ୧୯୮୬ରେ ଏହି ଦିନ ଉପଭୋକ୍ତା ସୁରକ୍ଷା ଅଧିନିୟମର
ଏହି ଆଇନ ପ୍ରଣୟନ ଦ୍ୱାରା ଦେଶରେ ଉପଭୋକ୍ତାଙ୍କୁ ସେମାନଙ୍କର ଅଧିକାର ଏବଂ ଦାୟିତ୍ୱ ବିଷୟରେ ଅଧିକ ସଚେତନ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରାଯାଇଥାଏ।
ଏନେଇ ‘ଜାଗୋ ଗ୍ରାହକ ଜାଗୋ’ କାର୍ଯ୍ୟକ୍ରମର ଆରମ୍ଭ ଗ୍ରାହକ ବ୍ୟାପାର ବିଭାଗ ପକ୍ଷରୁ କରାଯାଇଛି।

ଗ୍ରାହକଙ୍କୁ ସୁରକ୍ଷା ଆଇନ ବିଭିନ୍ନ ପ୍ରକାରର ଶୋଷଣ ବିରୁଦ୍ଧରେ ପଦକ୍ଷେପ ଗ୍ରହଣ କରିବା ସହିତ ଗୁଣବତ୍ତାଯୁକ୍ତ ସାମଗ୍ରୀ, ତ୍ରୁଟି ବିହୀନ ସେବା ଏବଂ ବାଣିଜି୍ୟକ କ୍ଷେତ୍ରରେ ପ୍ରଣିତ ଆଇନର ଅବମାନନା ନେଇ ଗ୍ରାହକଙ୍କୁ ପ୍ରଭାବଶାଳୀ ସୁରକ୍ଷା ଯୋଗାଇଦେବାକୁ ଲକ୍ଷ୍ୟ ରଖିଥାଏ। ଗ୍ରାହକଙ୍କୁ ଶୀଘ୍ର ଏବଂ ସରଳ ପ୍ରତିକାର ଯୋଗାଇବା ପାଇଁ ଜିଲା, ରାଜ୍ୟ ଏବଂ କେନ୍ଦ୍ରୀୟସ୍ତରରେ ଏକ କ୍ୱାସି – ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଯାଉଛି।

ଏହି ଦିବସ ଅବସରରେ ଗ୍ରାହକଙ୍କ ସଚେତନତା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ସରକାରୀ, ଘରୋଇ ତଥା ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ହୋଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri