କ୍ଷତିକାରକ କଫି

କେତେକ ଲୋକ ଅଛନ୍ତି ଦିନକୁ ୨-୩ ଥର କଫି ପିଇବାକୁ ପସନ୍ଦ କରିଥାଆନ୍ତି । ଏବେ ଏକ ଗବେଷଣାରୁ ଜଣାପଡିଛି କି ଯେଉଁମାନେ ଦିନକୁ ୬ କପ୍‌ରୁ ଅଧିକ କଫି ପିଉଛନ୍ତି ଏହା ସେମାନଙ୍କ ପାଇଁ କ୍ଷତିକାରକ । ବିଶେଷ କରି ୬ କପ୍‌ରୁ ଅଧିକ କଫି ପିଇଲେ ଏହା ହୃଦରୋଗ ସୃଷ୍ଟି କରିବାର ସମ୍ଭାବନା ଥାଏ । କାରଣ ଏହା ରକ୍ତରେ ଲିପିଡର ସଂଖ୍ୟା ବୃଦ୍ଧି କରି ସିବିଡିକୁ ଅସୁବିଧାରେ ପକାଇଥାଏ । ସିବିଡି ବିଶ୍ୱ ସ୍ତରରେ ମୃତ୍ୟୁର ଏକ କାରଣ ବୋଲି କୁହାଯାଏ । ପ୍ରତ୍ୟେକ ବର୍ଷ ସିବିଡି ପାଇଁ ପ୍ରାୟ ୧୭.୭ ମିଲିୟନ ଲୋକଙ୍କ ମୃତ୍ୟୁ ହୋଇଥାଏ । ଦକ୍ଷିଣ ଅଷ୍ଟ୍ରେଲିୟା ବିଶ୍ୱବିଦ୍ୟାଳର ବିଶେଷଜ୍ଞଙ୍କ ମତରେ ଅତ୍ୟଧିକ କଫି ପିଇବା ଶରୀର ପକ୍ଷେ କ୍ଷତିକାରକ । ବିଶେଷ ଭାବେ ଏହାଦ୍ୱାରା ହୃଦରୋଗ ଭଳି ଜଟିଳ ସମସ୍ୟା ଦେଖାଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri