Posted inଜାତୀୟ

ବିଜୟ ମାଲ୍ୟାଙ୍କ ବିରୋଧରେ କୋର୍ଟ ଅବମାନନା ମାମଲା: ଜାନୁୟାରୀରେ ୧୮ ଶେଷ ଶୁଣାଣି

ନୂଆଦିଲ୍ଲୀ,୩୦।୧୧: ଭାରତର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ହୋଇଥିବା ଅବମାନନା ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଜାନୁଆରୀ ୧୮ରେ ମାଲ୍ୟାଙ୍କ ଦଣ୍ଡ ଉପରେ ସୁପ୍ରିମକୋର୍ଟ ବିଚାର କରିବେ। ୨୦୧୭ରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଅବମାନନା ମାମଲାରେ ମାଲ୍ୟା ଦୋଷୀ ସାବ୍ୟସ୍ତ ହୋଇଥିଲେ। ମଙ୍ଗଳବାର କୋର୍ଟ କହିଛନ୍ତି ଯେ, ଦୋଷୀଙ୍କୁ ପ୍ରତ୍ୟର୍ପଣ ହେଉ କିମ୍ବା ନ ହେଉ, ଦଣ୍ଡବିଧାନର ରାୟକୁ ଆଉ ଅପେକ୍ଷା କରାଯିବ ନାହିଁ। ଜଷ୍ଟିସ ୟୁ ୟୁ ଲଲିତଙ୍କ ନେତୃତ୍ୱରେ ଏକ ୩ ଜଣିଆ ଖଣ୍ଡପୀଠ କହିଛନ୍ତି ଯେ ଦୋଷୀ ତାଙ୍କ ଓକିଲଙ୍କ ମାଧ୍ୟମରେ ମାମଲା ଉପସ୍ଥାପନ କରିପାରିବେ। ଏହି ମାମଲାରେ ସହାୟତା କରିବା ପାଇଁ କୋର୍ଟ ବରିଷ୍ଠ ଆଡଭୋକେଟ ଜୟଦୀପ ଗୁପ୍ତାଙ୍କୁ ଆମିକସ କ୍ୟୁରି ଭାବରେ ନିଯୁକ୍ତ କରିଛନ୍ତି।
ବ୍ୟାଙ୍କଗୁଡିକରୁ ହଜାରେ କୋଟି ଟଙ୍କା ପଠାଇବା ପରେ ସୁପ୍ରିମକୋର୍ଟ ୯ ମେ ୨୦୧୭ରେ ମାଲ୍ୟାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?