ଜି. ଉଦୟଗିରିରୁ ସମ୍ପୂର୍ଣ୍ଣ ହଟିଲା କଣ୍ଟେନମେଣ୍ଟ, ଜାଣନ୍ତୁ କେଉଁ ସବୁ ସାହି ଥିଲେ ଏହି ଜୋନ୍‌ରେ

ଜି.ଉଦୟଗିରି,୨୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରୁ ସମ୍ପୂର୍ଣ୍ଣ ରୂପେ କଣ୍ଟେନମେଣ୍ଟ ଜୋନ୍‌ ହଟାଯାଇଛି। ଅଗଷ୍ଟ ୫ ତାରିଖରେ ବ୍ୟାଙ୍କ କଲୋନୀ ଓ ଅଗଷ୍ଟ ୯ରେ ଚମ୍ପାସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା । ଶନିବାର ଉକ୍ତ ଦୁଇ ସାହିରୁ କଣ୍ଟେନମେଣ୍ଟ ଉଠାଯିବା ପରେ ସହର ସମ୍ପୂର୍ଣ୍ଣ କଣ୍ଟେନମେଣ୍ଟ ମୁକ୍ତ ହୋଇଛି। ସହରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଥମେ ମହାଗୁଡ଼ା ସାହି, ପରେ କଚେରୀ ସାହି, ବସଷ୍ଟାଣ୍ଡ ସାହି , ଲଷ୍ମୀ ବଜାର ବରାଳିନୀ ସାହି, ସମେତ ବ୍ୟାଙ୍କ କଲୋନୀ ଓ ଶେଷରେ ଚମ୍ପାସାହିକୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଥିଲା। ପୂର୍ବରୁ ଅନ୍ୟ ସାହି ଗୁଡିକରୁ କଣ୍ଟେନମେଣ୍ଟ ଉଠି ଥିବା ବେଳେ ଶନିବାର ଦିନ ବ୍ୟାଙ୍କ କଲୋନୀ ଓ ଚମ୍ପାସାହିରୁ କଣ୍ଟେନମେଣ୍ଟ ଉଠିଛି ବୋଲି ଜି.ଉଦୟଗିରି ଏନଏ ସି ପ୍ରଶାସକ ଶାନ୍ତନୁ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୨ା୫- ଘରଭଡ଼ାକୁ କେନ୍ଦ୍ରକରି ଘର ମାଲିକଙ୍କୁ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଷାଣୀନୂଆଗଁା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଷାଣୀନୂଆଗଁା...

ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ

ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ...

ମିହିରଙ୍କୁ ଦିଆଯିବ ଗାର୍ଡ ଅଫ୍‌ ଅନର୍‌; ବୁଧବାର ହେବ ଶେଷକୃତ୍ୟ

କଟକ ଅଫିସ, ୧୧।୧: ଓଲିଉଡ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ମଙ୍ଗଳବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେବା...

ଜିଲା ପ୍ରଶାସନର ଭୋଟରଙ୍କ ନିମନ୍ତେ ସାଫା ଆପ

ବ୍ରହ୍ମପୁର ଅଫିସ,୨୧।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଚୁଡାନ୍ତ ବୁଥ ତାଲିକା ଓ ପିଙ୍କ ବୁଥ ତାଲିକା ପ୍ରକାଶ...

କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର କୋର୍ଟ, ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ

ଭବାନୀପାଟଣା,୨୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ପ୍ରାୟ ୧୦ ବର୍ଷ ଧରି ଆନ୍ଦୋଳନ ଚଳାଇ ଆସିଛି ।...

ଅମ୍ଫନ ଉଜାଡିଛି ଧାନ କ୍ଷେତ

ରେମୁଣା, ୨୩।୩(ଡି.ଏନ.ଏ.)-ବାତ୍ୟା ପ୍ରଭାବରେ ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତର ୩୦ଏକର ଚାଷ ଜମି ଉଜୁଡ଼ିଯାଇଛି। ଶନିବାର କୃଷି ଅଧିକାରିଣୀ କ୍ଷମାମୟୀ ଦାସ, ଆର୍‌ଆଇ ମଦନମୋହନ ଲେଙ୍କା,...

ଝାଡାବାନ୍ତିରେ ୬ ଛାତ୍ରୀ ଆକ୍ରାନ୍ତ

ନବରଙ୍ଗପୁର,୨୦ା୧୧(ବି.ପ୍ର): ନବରଙ୍ଗପୁର ବ୍ଲକ ବାସିନି ଞ୍ଚାୟତ ଅଧୀନ ବେତାଳ ଗାଁ ଆଶ୍ରମ ବିଦ୍ୟାଳୟର ୬ ଛାତ୍ରୀ ଝାଡାବାନ୍ତିିରେ ଆକ୍ରାନ୍ତ ହୋଇଛନ୍ତି। ୨ ଛାତ୍ରୀ ଡାକ୍ତରଖାନାରେ ଚିକିତ୍ସାଧିନ...

ଜିଲାର ଏକମାତ୍ର ରକ୍ତଭଣ୍ଡାର ହୀନିମାନରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୨୨ା୫: କେନ୍ଦ୍ରାପଡ଼ା ଜିଲାର ଏକମାତ୍ର ବ୍ଲଡ୍‌ ବ୍ୟାଙ୍କରେ ଘୋର ରକ୍ତସଙ୍କଟ ଦେଖାଦେଇଛି। ମାସକୁ ଅନୂ୍ୟନ ୬୦୦ରୁ ୭୦୦ ୟୁନିଟ ରକ୍ତ ଆବଶ୍ୟ୍ୟକ ଥିବାବେଳେ...

Advertisement
Archives

Model This Week