ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୨।୭: ଭୁବନେଶ୍ୱର ସାମପୁର ଓ୍ବାର୍ଡ ନମ୍ବର-୨୩ ସ୍ଥିତ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ ‘ଇ’କୁ ସିଲ କରିଛି ବିଏମ୍‌ସି। ଉକ୍ତ ବ୍ଳକରୁ ଏକାଧିକ କୋଭିଡ୍‌ ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆପାର୍ଟମେଣ୍ଟକୁ ସିଲ୍‌ କରାଯାଇ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।

କଣ୍ଟେନମେଣ୍ଟ ଜୋନ ନ ହଟିବା ପର୍ଯ୍ୟନ୍ତ ସେଠାରେ ଥିବା ଲୋକମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ସହ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ବିଏମ୍‌ସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏଥିସହ ଏହି ଜୋନ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଓ ଭିତରେ ଥିବା ଲୋକଙ୍କ ପ୍ରସ୍ଥାନ ଉପରେ ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri