୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି।  ସମୁଦ୍ର ପତ୍ତନଠାରୁ ୪.୫ କିଲୋମିଟର ପର୍ଯ୍ୟନ୍ତ ଏହା ବିସ୍ତାରିତ ଅବସ୍ଥାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବ। ରାଜ୍ୟର ଉପକୂଳବର୍ତ୍ତୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ସମେତ କେନ୍ଦୁଝର, ମୟୂରଭଞ୍ଜ, କୋରପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, କନ୍ଧମାଳ, ଅନୁଗୋଳ ଢେଙ୍କାନାଳ ଆଦି ଜିଲାରେ ଝଡ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ୨୦ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri