Posted inଫୁରସତ

ଗର୍ଭ ନିରୋଧକ ହିଁ ବିକଳ୍ପ

ପୃଥିବୀର ଜନସଂଖ୍ୟା ଯୋଗୁ ସଙ୍କଟ ବଢ଼ିବାରେ ଲାଗିଛି। ଜନସଂଖ୍ୟା ବୃଦ୍ଧିର ବହୁ କାରଣ ରହିଛି। ସେଗୁଡ଼ିକ ମଧ୍ୟରେ ପାଠପଢ଼ାର ଅଭାବ, ଲୋକଙ୍କ ଆର୍ଥିକ ସ୍ଥିତି, ସ୍ବାସ୍ଥ୍ୟସେବାର ଅଭାବ ଆଦି ମୁଖ୍ୟ କାରଣ।ତେବେ ଜନସଂଖ୍ୟା ବୃଦ୍ଧିକୁ ରୋକିବା କ୍ଷେତ୍ରରେ ଗର୍ଭ ନିରୋଧକ ଏକ ବିକଳ୍ପ ଭାବେ ଉଭା ହୋଇଛି। ୨୦୩୦ ସୁଦ୍ଧା ବିଶ୍ୱସ୍ତରରେ ସ୍ଥାୟୀ ବିକାଶ ଆଜେଣ୍ଡା ଲକ୍ଷ୍ୟ ନେଇ ୧୯୯୪ ସେପ୍ଟେମ୍ବର ୨୬ରେ ଅନୁଷ୍ଠିତ ହୋଇଥିବା ଜନସଂଖ୍ୟା ଏବଂ ବିକାଶ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀରେ ଗୁରୁତ୍ୱାରୋପ କରାଯାଇଥିଲା ଏବଂ ବିଶ୍ୱ ଗର୍ଭ ନିରୋଧକ ଦିବସ ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ସେପ୍ଟେମ୍ବର ୨୬କୁ ବିଶ୍ୱ ଗର୍ଭ ନିରୋଧକ ଦିବସ ଭାବରେ ପାଳନ କରାଯାଇ ଆସୁଛି। ଏହି ଦିନ ବିଶ୍ୱବ୍ୟାପୀ ପରିବାର ଯୋଜନା, ସୂଚନା ଏବଂ ଶିକ୍ଷା ଏବଂ ପ୍ରଜନନ ସ୍ବାସ୍ଥ୍ୟକୁ ନେଇ ଜାତୀୟ ରଣନୀତି ଏବଂ କାର୍ଯ୍ୟକ୍ରମର ଏକୀକରଣ ଉପରେ ଗୁରୁତ୍ୱାରୋପ କରାଯିବା ସହିତ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri