ଠିକାଦାରଙ୍କୁ ଗୁଳି ମାଡ: ୩ ଗିରଫ

ନୂଆପଡା ଅଫିସ/ଖଡିଆଳ,୯ା୧୦-ନୂଆପଡ଼ା ଜିଲା ଖଡିଆଳ ସହରରେ ଶୁକ୍ରବାର ସନ୍ଧ୍ୟାରେ ଏକ ଠିକାକାମକୁ ନେଇ ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ପବନ ଅଗ୍ରୱାଲ (୫୫)ନାମକ ଏହି ଠିକାଦାରଙ୍କ ହାତରେ ଗୁଳି ବାଜିବାରୁ ସେ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ପୋଲିସ ଗିରିରାଜ ମାଝି(୩୪), ଶୋଭା ମାଝି (୨୫) ଏବଂ ଚୈତନ୍ୟ ମାଝି (୪୦) ନାମକ ୩ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ବନ୍ଧୁକ ସହ ୨୪ଟି ଗୁଳି ଜବତ ହୋଇଛି। ପୋଲିସ କହିଛି ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗର ଠିକା କାମକୁ ନେଇ ଦୁଇପକ୍ଷ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉତକ୍ଷିପ୍ତ ହୋଇ ଗୋଟିଏ ପକ୍ଷର ଯୁବକମାନେ ଗୁଳି ଫୁଟାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri