ଗର୍ଭପାତ ଲାଗି ବ୍ୟବହୃତ ବିବାଦୀୟ ଔଷଧକୁ ବୈଧ କହିଲେ ଆମେରିକା ସୁପ୍ରିମକୋର୍ଟ

ଓ୍ବାଶିଂଟନ,୨୨ା୪: ଆମେରିକୀୟ ସୁପ୍ରିମକୋର୍ଟ ଏକ ରାୟ ପ୍ରକାଶ କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଗର୍ଭପାତ ପାଇଁ ମହିଳାମାନେ ବହୁଳ ଭାବେ ବ୍ୟବହାର କରୁଥିବା ‘ମିଫେପ୍ରିଷ୍ଟୋନ’ ଔଷଧକୁ ବୈଧ ଘୋଷଣା କରିଛନ୍ତି ସୁପ୍ରିମକୋର୍ଟ। କିଛିଦିନ ଧରି ଗର୍ଭପାତ ପାଇଁ ବ୍ୟବହୃତ ହେଉଥିବା ଏହି ଔଷଧକୁ ନେଇ ନାନା ବିବାଦ ଦେଖାଦେଇଥିଲା। ଫଳରେ ନିମ୍ନ ଅଦାଲତରେ ମାମଲା ପହଞ୍ଚିଥିଲା। ତେବେ ଏହି ପ୍ରତିବନ୍ଧକକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ।

US Supreme Court protects access to widely used abortion

ଟେକ୍ସାସର ଜଣେ ଜଜ୍‌ ‘ମିଫେପ୍ରିଷ୍ଟୋନ’ ବ୍ୟବହାର ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ପରଠାରୁ ବିବାଦ ଉପୁଜିଥିଲା। ଏହି ଔଷଧ ଭ୍ରୁଣ ହତ୍ୟା ପାଇଁ ବ୍ୟବହାର କରାଯାଉଥିଲା ବୋଲି ଅଭିଯୋଗ ଉଠିଥିଲା। ଔଷଧ ପ୍ରସ୍ତୁତକର୍ତ୍ତା ଡାନ୍‌କୋ ଲାବୋରେଟୋରୀ ରାୟ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri