ଅକ୍ଷୟଙ୍କ ସହ ମନ୍ଦିରରେ ନିର୍ବନ୍ଧ, ଅଜୟ ଦେବଗନଙ୍କୁ ରକ୍ତରେ ଚିଠି ଲେଖିଥିଲେ ଏହି ଅଭିନେତ୍ରୀ; ହେଲେ…

ବମ୍ବେ: ୧୯୯୧ରେ ଫିଲ୍ମ ‘ପଥର କେ ଫୁଲ’ ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ରବିନା ଟଣ୍ଡନ। ଫିଲ୍ମରେ ତାଙ୍କର ନାୟକ ସାଜିଥିଲେ ସଲମାନ୍‌ ଖାନ। ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ କରାଯାଇଥିଲା। ଏବେ ସେ ଫିଲ୍ମଜଗତରୁ ଦୂରେଇ ଯାଇଥିଲେ ହେଁ ନିଜ ସମୟରେ ସେ ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଥିଲେ। ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ସେ ରହୁଥିଲେ ଚର୍ଚ୍ଚାରେ। ସେଥିରୁ ଗୋଟିଏ ଥିଲା ଅକ୍ଷୟ କୁମାରଙ୍କ ସହ ତାଙ୍କର ସମ୍ପର୍କ। କୁହାଯାଏ ରବିନା ମନ୍ଦିରରେ ଅକ୍ଷୟଙ୍କ ସହ ନିର୍ବନ୍ଧ କରିଥିଲେ।

ଏକ ସାକ୍ଷାତକାରରେ ରବିନା ଅକ୍ଷୟଙ୍କୁ ନେଇ ଅନେକ କଥା କହିଥିଲେ। ଅକ୍ଷୟ ତାଙ୍କ ଜୀବନରେ ଆସୁଥିବା ପ୍ରତିଟି ଝିଅଙ୍କୁ ପ୍ରପୋଜ କରିଦିଅନ୍ତି। ଅନ୍ୟ ସହ ସମ୍ପର୍କ ଥିବା କଥା ରବିନାଙ୍କୁ ତାଙ୍କ ସାମ୍ବାଦିକ ବନ୍ଧୁମାନେ ଜଣାଉଥିଲେ। ରେଖା ଏବଂ ସୁସ୍ମିତା ସେନଙ୍କ ସହ ସେ ତାଙ୍କ ସମ୍ପର୍କ ଥିବା ସେ ଜାଣିବାକୁ ପାଇଥିଲେ।

କେବଳ ଅକ୍ଷୟ ନୁହନ୍ତି ଅଜୟ ଦେବଗନଙ୍କ ସହ ରବିନାଙ୍କ ସମ୍ପର୍କ ରହିଥିବା ଖବର ଶିରୋନାମା ପାଲଟିଥିଲେ। ଉଭୟ ଫିଲ୍ମ ‘ଦିଲଓ୍ବାଲେ’ରେ କାମ କରିଥିଲେ। ସେତେବେଳେ ଅଜୟ ଦେବଗନ କରିସ୍ମା କପୁରଙ୍କୁ ଡେଟ୍‌ କରୁଥିଲେ। ହେଲେ ରବିନାଙ୍କ ସହ ପ୍ରେମ ସମ୍ପର୍କକୁ ଅକ୍ଷୟ ମିଛ ବୋଲି କହୁଥିଲେ। ଗୋଟିଏ ପଟେ ଅଜୟ ତାଙ୍କୁ ରକ୍ତରେ ଚିଠି ଲେଖିଥିବା ନେଇ ରବିନା କହୁଥିବା ବେଳେ ସାହସ ଅଛି ଯଦି ଲୋକଲୋଚନକୁ ଆଣ ବୋଲି ଅଭିନେତା କହୁଥିଲେ। ରବିନା ନିଜେ ଅଜୟଙ୍କ ନାମରେ ନିଜକୁ ଚିଠି ଲେଖିଥିବା ଏବଂ ତାଙ୍କୁ ମଧ୍ୟ ପଠାଇଥିବା କହିଥିଲେ। ଘଟଣା ସେତେବେଳ ସମୟରେ ବେଶ୍‌ ଆଲୋଚନାର ବିଷୟ ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri