Posted inଜାତୀୟ

ବିବାଦ ପରେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରୁ ହଟିଲା ବିବାଦୀୟ ଅଧ୍ୟାୟ

ନୂଆଦିଲ୍ଲୀ,୨୬।୨: ଜାତୀୟ ଶୈକ୍ଷିକ ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ପାଠ୍ୟପୁସ୍ତକରୁ ବିବାଦୀୟ ଅଧ୍ୟାୟକୁ ହଟାଇ ଦେଇଛି। କିନ୍ତୁ ୩୮ଟି କପି ଏହା ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଶିକ୍ଷା ମନ୍ତ୍ରଣାଳୟ ବିକ୍ରି ହୋଇଥିବା ୩୮ଟି ପାଠ୍ୟପୁସ୍ତକକୁ ଫେରାଇ ନେବାକୁ ଚେଷ୍ଟା କରୁଛି।

ମୁଦ୍ରିତ ୨.୨୫ ଲକ୍ଷ କପି ମଧ୍ୟରୁ କେବଳ ୩୮ଟି ବିକ୍ରି ହୋଇଛି, ୨୨୪,୯୬୨ଟି ଇନଭେଣ୍ଟରୀରେ ବାକି ରହିଛି। ସମସ୍ତ ବିକ୍ରୟ ନ ହୋଇଥିବା କପି NCERT ଗୋଦାମକୁ ଫେରାଇ ନିଆଯାଇଛି ଏବଂ ବିକ୍ରୟ ନ ହୋଇଥିବା କପିଗୁଡ଼ିକୁ ଖୋଜି ବାହାର କରିବା ପାଇଁ ପ୍ରୟାସ ଚାଲିଛି।

ସୂଚାଯୋଗ୍ୟ,ଏନ୍‌ସିଇଆର୍‌ଟିର ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକର ଏକ ଅଧ୍ୟାୟରେ ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ବିଷୟ ସ୍ଥାନ ପାଇବା ନେଇ ବିବାଦ ଉପୁଜିଛି। ଏହା ଉପରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ କ୍ଷୋଭ ପ୍ରକାଶ କରି ଆପତ୍ତି ଉଠାଇଛନ୍ତି। ସେ ଏହାକୁ ଯୋଜନାବଦ୍ଧ ଓ ଗଭୀର ଷଡ଼ଯନ୍ତ୍ର ବୋଲି କହିଛନ୍ତି। ବିବାଦ ପରେ ଏନ୍‌ସିଇଆର୍‌ଟି କ୍ଷମା ମାଗିବା ସହ ନିଜ ଓ୍ବେବ୍‌ସାଇଟ୍‌ରୁ ବହିକୁ କାଢ଼ି ନେଇଛି। କେନ୍ଦ୍ରର ନିର୍ଦ୍ଦେଶକ୍ରମେ ପୁସ୍ତକ ପ୍ରସାରଣକୁ ବନ୍ଦ କରାଯାଇଥିବାବେଳେ ବିବାଦୀୟ ଅଧ୍ୟାୟ ହଟାଇବା ପାଇଁ ଏନ୍‌ସିଇଆର୍‌ଟି ନିଷ୍ପତ୍ତି ନେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri