‘ଘର କିଣନ୍ତୁ ସ୍ତ୍ରୀ ମାଗଣା ପାଆନ୍ତୁ’, କମ୍ପାନୀ ଦେଉଛି ଅଫର; ଜାଣିଲେ ହେବେ ତାଜୁବ

ବେଜିଂ,୯।୨: ଘର କିଣିବା ନେଇ ରିଅଲ ଇଷ୍ଟେଟ କମ୍ପାନୀ ଗ୍ରାହକଙ୍କୁ ଜବରଦସ୍ତ ଅଫର ଦେଇଥାଏ। ଏଥିରେ ଭାରୀ ଡିସକାଉଣ୍ଟ ସମେତ ଫ୍ରି ରେଜିଷ୍ଟ୍ରେଶନର ମଧ୍ୟ ସୁବିଧା ଥାଏ। ଯାହାଦ୍ୱାରା ଗ୍ରାହକ ଏହି ଲୋଭନୀୟ ଡିସକାଉଣ୍ଟରେ ଆକୃଷ୍ଟ ହେବେ। କିନ୍ତୁ ନିକଟରେ କମ୍ପାନୀ ଏପରି ଏକ ଲୋଭନୀୟ ଅଫର ଦେଇଛି ଯାହାକୁ ଶୁଣି କେବଳ ଗ୍ରାହକ ନୁହେଁ ପୁରା ବିଶ୍ୱ ତାଜୁବ ହୋଇଯାଇଛି। ଏହି ଅଫର ରହିଛି, ‘ଘର କିଣନ୍ତୁ ସ୍ତ୍ରୀ ମାଗଣା ପାଆନ୍ତୁ’। ଏହି ଅଫର୍‌କୁ ନେଇ ଏବେ କମ୍ପାନୀକୁ ସମାଲୋଚନା ସହିବାକୁ ପଡିଛି।

କହିରଖୁଛୁ କି, ଚାଇନାର ସବୁଠାରୁ ବଡ ରିଅଲ ଇଷ୍ଟେଟ କମ୍ପାନୀ ଏଭରଗ୍ରେଣ୍ଡ ଦ୍ୱାରା ଏପରି ଅଫର ଦିଆଯାଇଛି। ବର୍ତ୍ତମାନ ଚାଇନାର ଶେୟାର ବଜାର କ୍ଷତିରେ ଚାଲୁଥିବାବେଳେ ଘର ବିକ୍ରି ବୃଦ୍ଧି କରିବା ପାଇଁ ଦେଶର ଏହି ରିଅଲ ଇଷ୍ଟେଟ କମ୍ପାନୀ ଏପରି ଅଫର ଦେଇଛି। ଏହି କମ୍ପାନୀ ଏବେ ଦେବାଳିଆ ହୋଇଯାଇଛି। ତେଣୁ ନିଜର ଘର ସଙ୍ଗେ ସଙ୍ଗେ ବିକ୍ରି ହୋଇଯାଉ ବୋଲି ଏପରି ହୀନ ମାନସିକତାର ଅଫର ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?