ରୁଷିଆର ପରମାଣୁ ଧମକକୁ ନେଇ ବଢିଲା ବିବାଦ, ଆମେରିକା କହିଲା ବିନା କାରଣରେ ଦିଆଯାଉଛି ଧମକ

ୱାଶିଂଟନ,୧ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଷଷ୍ଠ ଦିନରେ ଯୁଦ୍ଧ ଜାରି ରହିଛି । ବେଳକୁ ବେଳ ସ୍ଥିତି ଚିନ୍ତାଜନକ ହେବାରେ ଲାଗିଛି । ଇତି ମଧ୍ୟରେ ରବିବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ବିପଜ୍ଜନକ ସଙ୍କେତ ଦେଇଛନ୍ତି । ପୁଟିନ ପରମାଣୁ ପ୍ରତିରୋଧି ବଳଙ୍କୁ ଆଲର୍ଟରେ ରଖିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି । ସେ କହିଛନ୍ତି କି ପଶ୍ଚିିମ ଦେଶ ରୁଷିଆ ବିରୋଧରେ ଉସକାଇବା କାମ କରୁଛନ୍ତି । ଏପଟେ ରୁଷିଆର ପରମାଣୁ ଧମକକୁ ନେଇ ବହୁ ଦେଶ ବିରୋଧ ପ୍ରକାଶ କରିଛନ୍ତି । କିଛି ପଶ୍ଚିମ ଦେଶ ରୁଷିଆ ପାଇଁ ସେମାନଙ୍କ ବିମାନ ସେବା ବନ୍ଦ କରି ଦେଇଛନ୍ତି । ଏପଟେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ରୁଷିଆର ଏଭଳି ଧମକ ଭିତ୍ତିହିନ । ପରେ ରୁଷିଆକୁ ଏହାର ପରିଣାମ ଭୋଗିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri