ଫିଲ୍ମ ‘ପଠାନ୍‌’କୁ ନେଇ ପୁଣି ତେଜିଲା ବିବାଦ: ‘ବେସରମ୍‌ ରଙ୍ଗ’ ଗୀତକୁ ହଟାଇବାକୁ ଦାବି

ଅହମ୍ମଦାବାଦ୍‌ ୫।୧: ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ଅଭିନୀତ ‘ପଠାନ୍‌’କୁ ନେଇ ପୁଣିଥରେ ବିଭିନ୍ନ ସଙ୍ଗଠନ ବିରୋଧ କରିବା ଆରମ୍ଭ କରିଛନ୍ତି। ଫିଲ୍ମରୁ ବିବାଦୀୟ ଗୀତ ‘ବେସରମ୍‌ ରଙ୍ଗ’ ନ ହଟାଗଲେ ଏହାକୁ ଗୁଜରାଟର କୌଣସି ସିନେମାଘରେ ରିଲିଜ୍‌ କରିବାକୁ ଦିଆଯିବ ନାହିଁ ବୋଲି ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି। ଏନେଇ ସୋସିଆଲ ମିଡିଆରେ ବହୁ ଭିଡିଓ ମଧ୍ୟ ବହୁଳ ପ୍ରସାର ହେବାରେ ଲାଗିଛି, ଯେଉଁଥିରେ ସଙ୍ଗଠନ କର୍ମକର୍ତ୍ତାମାନେ ପଠାନ୍‌ ଫିଲ୍ମ ବିରୋଧରେ ନାରାବାଜି କରିବା ସହ ଏହାର ପୋଷ୍ଟର ଚିରୁଥିବାର ଦେଖାଯାଇଛି। ଫିଲ୍ମରୁ ବେସରମ୍‌ ରଙ୍ଗ ଗୀତ ଏବଂ ଦୀପିକା ପିନ୍ଧିଥିବା ଗେରୁଆ ବିକିନି ସିନ୍‌ ସବୁ ହଟାଇବାକୁ ସେମାନେ ଦାବି କରିଛନ୍ତି। ଅନ୍ୟପଟେ ସଙ୍ଗଠନଗୁଡ଼ିକ ପକ୍ଷରୁ କରାଯାଉଥିବା ପ୍ରତିବାଦକୁ ଚଳଚ୍ଚିତ୍ର ନିର୍ମାତା ରାହୁଲ ଢୋଲକିଆ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?