Posted inଜାତୀୟ

ଥମୁଛି ବିବାଦ: ଏଲ୍‌ଏସିରୁ ହଟୁଛନ୍ତି ଦୁଇପକ୍ଷ

ଲଦାଖ,୧୮।୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ଥମିବାରେ ଲାଗିଛି। ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀ ଏଠାରୁ ହଟିବାରେ ଲାଗିଛନ୍ତି। ପୈଙ୍ଗାଙ୍ଗ୍‌ ହ୍ରଦର ଉତ୍ତର ଏବଂ ଦକ୍ଷିଣ ଅଞ୍ଚଳରୁ ଯୁଦ୍ଧ ସରଞ୍ଜାମ ସହିତ ସୈନ୍ୟମାନଙ୍କୁ ପଛକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଫେବୃୟାରୀ ୧୦ଠାରୁ ଏହା ଜାରି ରହିଛି। ଉପଗ୍ରହ ଦ୍ୱାରା ଉତ୍ତୋଳିତ ହୋଇଥିବା ଫଟୋରୁ ଜଣାପଡ଼ିଛି ଯେ, ଚାଇନା ଏହାର ସାମରିକ ଶିବିରଗୁଡ଼ିକୁ ଏଲ୍‌ଏସିର ବିବାଦୀୟ ଅଞ୍ଚଳରୁ ଖାଲି କରୁଛି। ଚାଇନା ସୈନ୍ୟ ଫିଙ୍ଗର-୮ ପର୍ଯ୍ୟନ୍ତ ପହଞ୍ଚିଥିବାବେଳେ ଭାରତୀୟ ସେନା ଫିଙ୍ଗର-୩ ପର୍ଯ୍ୟନ୍ତ ହଟିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri