Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିରକୁ ନେଇ ବିବାଦ; ସରକାରୀ ଜମି ଅକ୍ତିଆର ଲାଗି ନିର୍ମାଣ ହୋଇଥିବା ଅଭିଯୋଗ

ଲକ୍ଷ୍ନୌ,୨୪।୯: ଅଯୋଧ୍ୟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିରକୁ ନେଇ ବିବାଦ ଦେଖାଦେଇଛି। ସହର ନିକଟରେ ଥିବା ଦସୌଧା ବ୍ଲକରେ ଯୋଗୀଙ୍କ ସମର୍ଥକ ପ୍ରଭାକର ମୌର୍ଯ୍ୟଙ୍କ ଦ୍ୱାରା ନିର୍ମିତ ଏହି ମନ୍ଦିରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ତାଙ୍କ ମାମୁ ଅଭିଯୋଗ ପତ୍ର ପଠାଇଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀଙ୍କ ପୋର୍ଟାଲକୁ ଅନ୍ୟ ଏକ ଅଭିଯୋଗ ଆସିଛି। ସରକାରୀ ବନ୍ଧ୍ୟା ଜମିକୁ କବ୍‌ଜା କରିବା ଉଦ୍ଦେଶ୍ୟରେ ପ୍ରଭାକର ସେହି ଜମିରେ ମନ୍ଦିର ନିର୍ମାଣ କରିଥିବା ସେଥିରେ ଅଭିଯୋଗ ହୋଇଛି।

ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥଙ୍କ ନିକଟକୁ ପଠାଯାଇଥିବା ଅଭିଯୋଗରେ ରାମନାଥ ମୌର୍ଯ୍ୟ ଅଭିଯୋଗ କରିଛନ୍ତି ଯେ ସେ ଏବଂ ତାଙ୍କ ବଡ଼ ଭାଇ ଜଗନ୍ନାଥ ମୌର୍ଯ୍ୟଙ୍କ ଜମି ମିଶ୍ରିତ ହୋଇ ରହିଛି। ଏବେ ଜଗନ୍ନାଥଙ୍କ ପୁଅ ପ୍ରଭାକର ଏହି ଜମିକୁ ଅକ୍ତିଆର କରିବା ଉଦ୍ଦେଶ୍ୟରେ ଲଗାଯାଇଥିବା ଗଛ ଗୁଡ଼ିକୁ କାଟିଦେବା ସହ କାଠ ଛଡ଼ାଇ ନେଇଥିଲେ। ଏବେ ସେହିଭଳି ଖାଲି ଜମି କବ୍ଜା କରିବା ଉଦ୍ଦେଶ୍ୟରେ ଆଦିତ୍ୟନାଥଙ୍କ ମନ୍ଦିର କରିଛନ୍ତି ବୋଲି ରାମନାଥ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?