Posted inଭଦ୍ରକ

ସ୍ବାସ୍ଥ୍ୟକେନ୍ଦ୍ରର ଗୃହ ନିର୍ମାଣ ନେଇ ବିବାଦ

ଭଦ୍ରକ ଅଫିସ,୨୬।୪: ଭଦ୍ରକ ଜିଲା ଧାମନଗର ବ୍ଲକ ନଦୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ନେଇ ନଦୀଗାଁ ଓ ଫଳପୁର ଦୁଇ ମୌଜା ମଧ୍ୟରେ ବିବାଦ ଉପୁଜିଛ। ଏ ନେଇ ବୁଧବାର ନଦୀଗାଁ ପଞ୍ଚାୟତବାସୀ ଓ ପାଖ ଗ୍ରାମର ଗ୍ରାମବାସୀମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି । ସ୍ବାସ୍ଥକେନ୍ଦ୍ରର ସ୍ଥାୟୀ ଗୃହକୁ ନଦୀଗାଁର ସରକାରୀ ଜମିରେ ନିର୍ମାଣ ନକରି କିଛି କୁଚକ୍ରୀ ଗୋଷ୍ଠୀ ଚାଞ୍ଚକତା କରି ଫଳପୁର ମୌଜାରେ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି। ଏହା ସରକାରୀ ଆଇନ ଉଲ୍ଲଙ୍ଘନ ସହ ସ୍ବସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବ ବୋଲି ଅଭିଯୋଗ କରିବା ସହ ନଦୀଗାଁ ମୌଜାରେ ନିର୍ମାଣ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri