Posted inଜାତୀୟ

ନିଟ୍‌ ପରୀକ୍ଷା ହଲ୍‌ରେ ଛାତ୍ରୀଙ୍କୁ ବ୍ରା ଖୋଲିବାକୁ ବାଧ୍ୟ କରିବା ନେଇ ବିବାଦ

ଚେନ୍ନାଇ,୮।୫: ଚେନ୍ନାଇରେ ନ୍ୟାସନାଲ ଏଲିଜିବିଲିଟି ଏଣ୍ଟା୍ରନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଦେବାକୁ ଆସିଥିବା ଛାତ୍ରୀଙ୍କୁ ବ୍ରା ପିନ୍ଧିବାକୁ ମନା କରାଯାଇଛି। ଏଥିସହ ପରୀକ୍ଷକ ଛାତ୍ରୀମାନଙ୍କ ହେଡ କ୍ଲିପ୍‌ ଖୋଲି ବ୍ରା ପିନ୍ଧିଥିବା ଚେକ୍‌ କରିବା ନେଇ ବିବାଦ ଦେଖାଦେଇଛି। ଚେନ୍ନାଇର ଜଣେ ସମ୍ବାଦିକା ଏ ନେଇ ଟୁଇଟ୍‌ କରି କହିଛନ୍ତି ଯେ, ପରୀକ୍ଷା ହଲ୍‌ରେ ଜଣେ ଛାତ୍ରୀଙ୍କୁ କୋଣରେ ବସିଥିବାର ଦେଖିଲି। ସେ ତାଙ୍କର ଏକ ବହିଟିକୁ ନିଜ ଛାତିରେ ଚାପି ଧରିଥିଲେ। ଛାତ୍ରୀଙ୍କୁ ପାଖକୁ ଡାକି ସବୁ ଠିକ୍‌ ଅଛି କି ନାହିଁ ପଚାରିଲି। ପରୀକ୍ଷା ହଲକୁ ଆସିବା ସମୟରେ ତାଙ୍କୁ ବ୍ରା ଖୋଲିବାକୁ କୁହାଯାଇଥିଲା ବୋଲି ସେ କହିଲେ।
ଏହି ଘଟଣାକୁ ସେ ରବିବାର ଟୁଇଟ୍‌ କରିବା ପରେ ଲୋକେ ଓଲଟି ସାମ୍ବାଦିକାଙ୍କୁ ଟ୍ରୋଲ କରିଥିଲେ। ଟ୍ରୋଲ୍‌ ହେବାରୁ ସେ ଟୁଇଟ୍‌କୁ ଡିଲିଟ କରିଦେଇଥିଲେ। ପରେ ସେକହିଥିଲେ ଯେ, ପରୀକ୍ଷା ସେଣ୍ଟରରେ ଅଧିକାଂଶ ଛାତ୍ରୀ ବ୍ରା ପିନ୍ଧି ନଥିବା ଜାଣିବାକୁ ପାଇଥିଲି। ଯେଉଁମାନେ ମୋତେ ଟ୍ରୋଲ କରୁଛନ୍ତି ସେମାନେ ପରୀକ୍ଷା ଆୟୋଜକଙ୍କୁ ଥରେ ପ୍ରଶ୍ନ କରନ୍ତୁ।

ସୂଚନାଯୋଗ୍ୟ, ରବିବାର ତାମିଲନାଡୁରେ ୧.୫ ଲକ୍ଷ ପିଲା ନିଟ୍‌ ପରୀକ୍ଷା ଦେଇଥିଲେ। ଘଟଣାକୁ ନେଇ ରାଜ୍ୟ ଶିକ୍ଷା ମନ୍ତ୍ରୀ ଅନବୀଲ ମହେଶ ପ୍ୟୋମୋଝୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଘଟଣାକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri