Posted inଖେଳ

ଏସିଆ କପ୍‌ରୁ ବିଦା ହେବାପରେ ପାକିସ୍ତାନ ପିଛା ଛାଡୁନି ବିବାଦ: ମୁଖ୍ୟ ଚୟନକର୍ତ୍ତା ଦେଲେ ଧମକ

ଇସଲାମାବାଦ୍‌,୧୭।୯: ପାକିସ୍ତାନ କ୍ରିକେଟ ଦଳର ଏସିଆ କପ୍‌ରୁ ବାହାରିବା ପରେ ବିବାଦ ବୃଦ୍ଧି ପାଉଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ବାବର ଆଜାମ ତାଙ୍କ ଖେଳାଳିଙ୍କ ଉପରେ ରାଗିଥିବାର ନଜର ଆସିଛନ୍ତି। ଏଥି ସହ ବର୍ତ୍ତମାନ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ ଚୟନକର୍ତ୍ତା ଇଞ୍ଜାମାମ ଉଲ ହକ ନିଜ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଛନ୍ତି। ତେବେ ଏହା ପ୍ରଥମ ଘଟଣା ନୁହେଁ ଯେ, ଇଞ୍ଜାମାମ ଉଲ ହକ ଇସ୍ତଫା ଦେବାକୁ ଧମକ ଦେଉଛନ୍ତି। ଯେତେବେଳେ ପାକିସ୍ତାନୀ ଦଳ ଏସିଆ କପ ଖେଳୁଥିବାବେଳେ ମଧ୍ୟ ସେ ତାଙ୍କ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଥିଲେ।
ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଇଞ୍ଜାମାମ ଉଲ ହକ ଚାହୁଁଛନ୍ତି ଯେ, ପାକିସ୍ତାନୀ କ୍ରିକେଟରଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡରୁ ନୋ ଅବ୍‌ଜେକ୍ସନ୍‌ ସାର୍ଟିଫିକେଟ୍‌ ମିଳୁ। ଏହାଦ୍ୱାରା ସେମାନେ ବିଦେଶୀ ଲିଗରେ ଖେଳିପାରିବେ। କିନ୍ତୁ ପାକିସ୍ତାନ କ୍ରିକେଟ ବୋର୍ଡ ଇଞ୍ଜାମାମଙ୍କ ଦାବିକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri