ଟପ୍‌ଲେସ୍‌ ଫଟୋ ପୋଷ୍ଟ କରି ବିବାଦକୁ ଆସିଥିଲେ ଏହି ପର୍ନଷ୍ଟାର: ରହସ୍ୟଜନକ ଭାବେ ଘରୁ ମିଳିଲା ମୃତଦେହ

କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ ମିଳିଛି। ଯେତେବେଳେ ସ୍ବାମୀ ଘରେ ପହଞ୍ଚିଲେ ସେତେବେଳେ ଡାକୋଟାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏକ ରିପୋର୍ଟ ଅନୁଯାୟୀ, ଟପ୍‌ଲେସ୍‌ ପୋଜ୍‌ ଦେଇ ବିବାଦ ଘେରକୁ ଆସିଥିବା ଏହି ପର୍ନଷ୍ଟାରଙ୍କ ଏପରି ମୃତ୍ୟୁକୁ ନେଇ ସାଧାରଣରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଲସ୍‌ ଏଞ୍ଜେଲ୍‌ସସ୍ଥିତ ବାସଗୃହରେ ଡାକୋଟାଙ୍କ ମୃତଦେହ ମିଳିଛି। ଡାକୋଟାଙ୍କ ପ୍ରକୃତ ନାମ ଲରିନ୍‌ କେୟ ସ୍କାର୍ଟ ଥିଲା। ଡାକୋଟାଙ୍କ ସ୍ବାମୀ ପୋଲିସକୁ ଏ ବିଷୟରେ ସୂଚନା ଦେଇଥିଲେ। ତେବେ ଡାକୋଟାଙ୍କ ମୃତ୍ୟୁର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?