କଥାବାର୍ତ୍ତା ଶୈଳୀ ଓ ବୁଦ୍ଧିମତ୍ତା

କଥାରେ ଅଛି-କହିବ ମଧୁର ବଚନ, କହି ତୋଷିବ ଜନମନ। କଥାବାର୍ତ୍ତା ଶୈଳୀ ଉପରେ ହିଁ ନିଜର ବ୍ୟକ୍ତିତ୍ୱ ନିର୍ଭର କରିଥାଏ। ତେବେ ଏହାର ପ୍ରଭାବ ମଧ୍ୟ ବୁଦ୍ଧିମତ୍ତା ଉପରେ ପଡିଥାଏ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀ ମାନଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି। କଥାବାର୍ତ୍ତାରୁ ହିଁ ଜଣେ ବ୍ୟକ୍ତିର ଆଚରଣ ନିର୍ଭର କରିଥାଏ। ଏହି ସର୍ଭେର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନଙ୍କର କଥାବାର୍ତ୍ତା ଶୈଳୀ ଅନ୍ୟମାନଙ୍କ ତୁଳନାରେ ରୁକ୍ଷ ଥିଲା, ସେମାନଙ୍କର ବୁଦ୍ଧିମତ୍ତା କିପରି ରହୁଛି ତାହାକୁ ତନ୍ନ ତନ୍ନ କରି ଉକ୍ତ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ନିରୀକ୍ଷଣ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ସେମାନଙ୍କ ମଧ୍ୟରୁ ପ୍ରାୟ ୩୦ ପ୍ରତିଶତ ବ୍ୟକ୍ତିଙ୍କର ବୁଦ୍ଧିମତ୍ତା ସେମାନଙ୍କର ରୁକ୍ଷ କଥାବାର୍ତ୍ତା ଯୋଗୁ ପ୍ରଭାବିତ ହେଉଥିଲା ବୋଲି ରିପୋର୍ଟରେ ଉଲ୍ଲ୍ଳେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri