ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।

ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀସ୍ଥିତ କ୍ୱାର୍ଟର୍ସରେ ୨୦୨୨ ଏପ୍ରିଲରେ ନୃଶଂସ କାଣ୍ଡ ଘଟାଇଥିଲେ ଅଭିଯୁକ୍ତ ବିଜୟ କେତନ ସେଠୀ। ଉକ୍ତ ମାମଲାର ଆଜି ଶୁଣାଣି କରି ଦୌରା ଜଜ୍‌ ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri