ଆଲୁମିନିୟମ ବାସନରେ ଖାଉଛନ୍ତି କି? ହୋଇପାରେ କିଡନୀ ଫେଲ୍‌, ଜାଣନ୍ତୁ କ’ଣ କୁହନ୍ତି…

ଭାରତୀୟ ରୋଷେଇରେ ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହୋଇଥାଏ। ଏହା ହାଲୁକା, ଶସ୍ତା ଏବଂ ସହଜରେ ଗରମ ହୋଇଯାଏ। ଏଥିଲାଗି ଅନେକେ ଲୋକ ପ୍ରାୟତଃ ପ୍ରଶ୍ନ କରନ୍ତି ଯେ ଆଲୁମିନିୟମ ବାସନରେ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ନା ଭଲ। ଆସନ୍ତୁ ସେ ବିଷୟରେ ସବିଶେଷ ଜାଣିବା:-
ଆଲୁମିନିୟମକୁ ନେଇ ହୋଇଥିବା ରିସର୍ଚ୍ଚ ମୁତାବକ, ଏହି ବାସନର ବ୍ୟବହାର କ୍ଷତିକାରକ ନୁହେଁ, କାରଣ ଏହା ଏକ ଧାତୁ। ମାତ୍ର ସଠିକ ବାସନ ନ ମିଳିବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ। କାରଣ ଏହି ବାସନର ଭୁଲ ବ୍ୟବହାର କରିବା ଅନୁଚିତ। କିଛି ଜିନିଷ ପ୍ରତି ଦୃଷ୍ଟି ଦେବା ଜରୁରୀ।
ରୋଷେଇ କରିବା ସମୟରେ କିଛି ମାତ୍ରାରେ ଆଲୁମିନିୟମର କିଛି ମାତ୍ରା ଖାଦ୍ୟରେ ମିଶି ଯାଇଥାଏ। ବିଶେଷକରି ଖଟା ଜିନିଷ ଯେପରିକି ଟମାଟୋ, ଲେମ୍ବୁ, କଇଁଆ ବ୍ୟବହାର କରିବା ସମୟରେ ହୋଇଥାଏ। ତେବେ ଶରୀରରେ ସାମାନ୍ୟ ଭାବେ ୨ରୁ ୧୦ ମିଲିଗ୍ରାମ ଯାଏ ପ୍ରତ୍ୟେହ ଡାଏଟରେ ପ୍ରବେଶ କରେ। ଅଳ୍ପ ମାତ୍ରା ହାନିକାରକ ନୁହେଁ, କାରଣ କିଡନୀ ଏହାକୁ ବାହାର କରିଦେଇଥାଏ। ମାତ୍ର ଅଧିକ ମାତ୍ରା ଏବଂ ଦୀର୍ଘ ସମୟ ଧରି ତାହାକୁ ସେବନ କଲେ ମସ୍କିଷ୍କ, ହାଡ଼ ଏବଂ କିଡନୀ ଉପରେ ଖରାପ ପ୍ରଭାବ ପକାଇଥାଏ।
ଅଧିକ ମାତ୍ରାରେ ଆଲୁମିନିୟମ ଭୋଜନ ମାଧ୍ୟମରେ ଶରୀରରେ ପ୍ରବେଶ କଲେ ଗମ୍ଭୀର ସ୍ବାୟୁଜନିତ ରୋଗ ହୋଇଥାଏ। କୀଡ଼ନୀ ମଧ୍ୟ ଖରାପ ହୋଇପାରେ। କେବଳ ଏତିକି ନୁହେଁ ହୃଦରୋଗ ସହ ଅନ୍ୟ ଅଙ୍ଗରେ ମଧ୍ୟ ଏହା ଖରାପ ପ୍ରଭାବ ପକାଇପାରେ। ଏଣୁ ଆଲୁମିନିୟମ ବାସନକୁସନର ବ୍ୟବହାରକୁ ସୀମିତ କରନ୍ତୁ। ବାରମ୍ବାର ଖଟା ଜାତୀୟ ଜିନିଷ ଏହି ବାସନରେ ରୋଷେଇ କରନ୍ତୁ ନାହିଁ। ଦୀର୍ଘ ସମୟ ଧରି ଖାଇବା ରଖିବା ଲାଗି ଏଭଳି ବାସନ ବ୍ୟବହାର କରନ୍ତୁ ନାହିଁ। କେବଳ ଏତିକି ନୁହେଁ ବାସନ ଖରାପ ହେଲେ ତାହାର ବ୍ୟବହାର ବନ୍ଦ କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?