୭୦୩ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ ସିଲିଣ୍ଡର …

ନୂଆଦିଲ୍ଲୀ,୨୯।୮ : ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର କ୍ୟାବିନେଟ ଘରୋଇ ବ୍ୟବହାର ପାଇଁ ତରଳ ପେଟ୍ରୋଲିୟମ ଗ୍ୟାସ (ଏଲପିଜି) ମୂଲ୍ୟରେ ହ୍ରାସ କରିବାକୁ ଘୋଷଣା କରିଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଉଜ୍ୱଲା ହିତାଧିକାରୀଙ୍କ ପାଇଁ ସବସିଡି ବର୍ତ୍ତମାନ ଏଲପିଜି ସିଲିଣ୍ଡର ପିଛା ୪୦୦ ଟଙ୍କା ହେବ। ଗ୍ରାହକଙ୍କୁ ରାକ୍ଷୀ, ଓନାମ ଉପହାର ଭାବରେ ଅନୁରାଗ ଠାକୁର କ୍ୟାବିନେଟର ସଂକ୍ଷିପ୍ତ ବୈଠକରେ ଏଲଜିଜି ସିଲିଣ୍ଡର ମୂଲ୍ୟରେ ଉଜ୍ୱଲା ଯୋଜନା ଅନ୍ତର୍ଗତ ସିଲିଣ୍ଡର ପିଛା ୨୦୦ ଟଙ୍କା ହ୍ରାସ କରିବାକୁ ଘୋଷଣା କରିଛନ୍ତି।
ଠାକୁର କହିଛନ୍ତି, ଏଲପିଜି ସିଲିଣ୍ଡରର ସମସ୍ତ ଘରୋଇ ଗ୍ରାହକଙ୍କୁ ସିଲିଣ୍ଡର ପିଛା ୨୦୦ଟଙ୍କା ସବସିଡି ମିଳିବ। ଏଥିସହ ପିଏମ ଉଜ୍ୱଲା ଯୋଜନା ଅଧୀନରେ ଥିବା ଉପଭୋକ୍ତାମାନେ ଏହି ସବସିଡି ସହିତ ବର୍ତ୍ତମାନର ସବସିଡି ଅର୍ଥାତ ମୋଟ ୪୦୦ ଟଙ୍କା ସବସିଡି ପାଇବେ। ମନ୍ତ୍ରୀ କହିଛନ୍ତି ଏଲପିଜି ସିଲିଣ୍ଡର ଉପରେ ଅତିରିକ୍ତ ସବସିଡି ଦ୍ୱାରା ୩୩ କୋଟି ଗ୍ରାହକ ଉପକୃତ ହେବେ ଏବଂ ଏହା ଆଜିଠାରୁ ଲାଗୁ ହେବ।

ବର୍ତ୍ତମାନ ରନ୍ଧନ ଗ୍ୟାସ ଏଲପିଜିର ମୂଲ୍ୟ ନୂଆଦିଲ୍ଲୀରେ ୧୪.୨ କିଲୋଗ୍ରାମ ସିଲିଣ୍ଡର ପିଛା ୧,୧୦୩ ଟଙ୍କା ରହିଛି। ବର୍ତ୍ତମାନ ଏହା ଉଜ୍ୱଲା ଯୋଜନା ପାଇଁ ଏହା ୭୦୩ ଟଙ୍କା ଏବଂ ସାଧାରଣ ଗ୍ରାହକଙ୍କ ପାଇଁ ୯୦୩ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri