ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଦେବାର ସୁନାନୀ, ଦୁଷ୍ମନ୍ତ ସୁନାନୀ, ବିକାଶ ସୁନାନୀ ଓ ଭୀମସେନ ପାଣିଗ୍ରାହୀ। ସୂଚନା ଅନୁସାରେ ସୋମବାର ସକାଳୁ ଦେବରାଜ ସୁନାନୀଙ୍କ ଘରେ ଗ୍ୟାସ୍‌ ସିଲିଣ୍ଡର ଲିକେଜ ହେଇ ଚାରି ଆଡେ ଗ୍ୟାସ୍‌ ବ୍ୟାପି ଯାଇଥିଲା। ଏହା ପରେ କୌଣସି ଠାରୁ ନିଆଁ ଲାଗି ବିସ୍ଫୋରଣ ହୋଇଥିଲ। ଫଳରେ ପରିବାର ୪ ଜଣ ଲୋକ ଆହତ ହୋଇଛନ୍ତି। ସମସ୍ତଙ୍କୁ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଥିବା ସୂଚନା ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

କୁମ୍ଭାରକାନିଠାରେ ବିଜିସିସି ନକ୍‌ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍

ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ)…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri