ସମବାୟ ନିର୍ବାଚନ: ୧୦୩ ନାମାଙ୍କନ ପତ୍ର ଦାଖଲ

ଜମନକିରା,୨୭ା୫(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକରେ ଥିବା ୩ଟି ଲ୍ୟାମ୍ପ୍‌ସରେ ମୋଟ ୧୦୩ଜଣ ପ୍ରାର୍ଥୀ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନା ଅନୁସାରେ, ପ୍ରତ୍ୟେକ ଲାମ୍ପ୍‌ସକୁ ୧୫ଟି ନିର୍ବାଚନ ମଣ୍ଡଳୀରେ ବିଭକ୍ତ କରାଯାଇ ନିିର୍ବାଚନ ପ୍ରକ୍ରିୟା ହେଉଛି। ଧାର୍ଯ୍ୟ ତାରିଖ ଅନୁଯାୟୀ ଶୁକ୍ରବାର କୁକୁଣ୍ଡି ଲ୍ୟାମ୍ପ୍‌ସରେ ୩୧, ଫାଶିମାଲ ଲ୍ୟାମ୍ପ୍‌ସରେ ୩୩ ଓ ଜମନକିରା ଲ୍ୟାମ୍ପ୍‌ସରେ ୩୯ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିିର୍ବାଚନ ଅଧିକାରୀ ଭାବେ ୩ଲ୍ୟାମ୍ପ୍‌ସ ପାଇଁ ଯଥାକ୍ରମେ ଫକୀର ମୋହନ ବାଗ, ଜଗଦୀଶ ପ୍ରସାଦ ଧାନ ଓ ବିନୟ କୁମାର ପ୍ରଧାନ ପରିଚାଳନା କରିଥିଲେ। ଆସନ୍ତା ୨୯ରେ ଯାଞ୍ଚ ଓ ନାମାଙ୍କନ ପତ୍ର ପ୍ରତ୍ୟାହାର ଥିବା ବେଳେ ୩୧ରେ ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ। ଆସନ୍ତା ଜୁନ ୧୯ରେ ନିର୍ବାଚନ ଓ ଭୋଟ ଗଣତି ହେବା ନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri