ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଏହି ଚଢ଼ାଉ ଜାରି ରଖିଛି।

ଦୀର୍ଘଦିନରୁ ଫଣିନ୍ଦ୍ରଙ୍କ ଉପରେ ନଜର ରଖିଥିଲା ଭିଜିଲାନ୍ସ ବିଭାଗ। ତାଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା । ତେବେ ଆଜି ସକାଳୁ ଭିଜିଲାନ୍ସ ତାଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି,...

ବେଗୁନିଆରୁ ୧୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ, ୫ା୩(ଡି.ଏନ୍‌.ଏ.): ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ...

ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି: ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ପୂର୍ବତନ ପୋଲିସ ଡିଜିି ଅଭୟଙ୍କୁ ରାଜ୍ୟ ସରକାର ନୂତନ ନିଯୁକ୍ତି ଦେଇଛନ୍ତି। ତାଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି।...

ଶ୍ମଶାନ ଜମି ଜବରଦଖଲକୁ ନେଇ ଉତ୍ତେଜନା: ପାଚେରି ଭାଙ୍ଗି ପଥର ନେଇଗଲେ ଗ୍ରାମବାସୀ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨ା୬- ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଫାଣ୍ଡି ଅନ୍ତର୍ଗତ ରମାବିଲ ଗାଁରେ ଶ୍ମଶାନ ଜମିକୁ କେନ୍ଦ୍ର କରି ଶନିବାର ଉତ୍ତେଜନା ଦେଖାଦେଇଥିଲା।...

୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨...

କଟକଣାକୁ ମାନିଲେନି

ଭୋଗରାଇ, ୨୬ା୧୨(ଡି.ଏନ.ଏ.)   କରୋନା ବିପଦ ଟଳି ନ ଥିବା ବେଳେ ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ...

ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାସୁଦେବପୁର, ୧୩।୨(ଡି.ଏନ.ଏ.)-ବାସୁଦେବପୁର ବ୍ଲକର ବରଣ୍ଡୁଆ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ମଳିକ ଓ ସମିତିସଭ୍ୟ ପ୍ରାର୍ଥୀ ପ୍ରଭାସ ଚନ୍ଦ୍ର ମହାନ୍ତି ଶ୍ରୀମଦ୍‌ ଭଗବଦ୍‌ ଗୀତା...

ଛତିଶଗଡ଼ ଓଡ଼ିଆ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିବ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶାର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାସହ ଛତିଶଗଡ଼ରେ...

Advertisement
Archives

Model This Week