କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲେ ସମବାୟ କର୍ମଚାରୀ

କେନ୍ଦୁଝର,୨୦ା୧୧(ସ୍ବ.ପ୍ର.): ଓଡ଼ିଶା ସମବାୟ କର୍ମଚାରୀ ମହାସଂଘ ଡାକରାରେ କେନ୍ଦୁଝର ଜିଲାର ସମସ୍ତ ପାକ୍ସ ଓ ଲ୍ୟାମ୍ପସ୍‌ର କର୍ମଚାରୀମାନେ ୫ ଦଫା ଦାବିରେ କେନ୍ଦୁଝର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଜାରି ରଖିଛନ୍ତି ା ଗତ ୧୪ ତାରିଖରୁ ଏହି ଆନ୍ଦୋଳନ ଚାଲିଥିବାରୁ ଲ୍ୟାମ୍ସଗୁଡ଼ିକରେ କାର୍ଯ୍ୟ ବ୍ୟାହତ ହୋଇଛି। ନିବନ୍ଧକ ସମବାୟ ସମିତି ସମୂହ ଓଡ଼ିଶାଙ୍କ ପତ୍ର ସଂଖ୍ୟା ୧୪୩୯୨/ ୩୦ା୯ା୨୧କୁ ବାତିଲ କରି ସମସ୍ତ କର୍ମଚାରୀଙ୍କୁ ଅବସ୍ଥାପିତ କରିବା, ଚାଷୀ ଧାନ ବିକ୍ରି ପଞ୍ଜୀକରଣ ଓ ଧାନ କ୍ରୟକୁ ନେଇ ସମ୍ପାଦକ ଓ ଡିଇଓଙ୍କ ବିରୋଧରେ ହେଉଥିବା କାର୍ଯ୍ୟାନୁଷ୍ଠାନ ପ୍ରତ୍ୟାହୃତ, ସମାନ କାମକୁ ସମାନ ଦରମା, ସମସ୍ତ କର୍ମଚାରୀଙ୍କୁ ପଦୋନ୍ନତି, ସରକାରଙ୍କ ସପ୍ତମ ବେତନ କମିଶନ ହିସାବରେ ଦରମା ଦେବା ଆଦି ଦାବିରେ ଏହି ଆନ୍ଦୋଳନ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri