Posted inଜାତୀୟ

ପୋଲିସ ଅଧିକାରୀଙ୍କ ସମେତ ଦୁଇ ଭାଇଙ୍କୁ ହତ୍ୟା କଲେ

ଜମ୍ମୁ,୨୭।୩: ଜମ୍ମୁ-କଶ୍ମୀର ବୁଦଗାମ ଅଞ୍ଚଳରେ ଜଣେ ପୋଲିସ ଅଧିକାରୀଙ୍କ ପରିବାର ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ପୋଲିସ ଅଧିକାରୀ ଏବଂ ତାଙ୍କ ଭାଇଙ୍କ ମୃତ୍ୟୁ ହୋଇଛି। ଚଳିତ ମାସରେ ବୁଦଗାମ ଜିଲାରେ ଆତଙ୍କବାଦୀମାନେ ତୃତୀୟ ଥର ପାଇଁ ଟାର୍ଗେଟ କରି ହତ୍ୟାକାଣ୍ଡ ଘଟାଇଛନ୍ତି।

ଶନିବାର ସନ୍ଧ୍ୟାରେ ପୋଲିସ ଅଧିକାରୀଙ୍କ ବୁଦଗାମ ଘରେ ବଳ ପୂର୍ବକ ପଶି କିଛି ଆତଙ୍କବାଦୀ ଗୁଳି ଚଳାଇଥିଲେ। ଏଥିରେ ସ୍ପେଶାଲ ପୋଲିସ ଅଫିସର (ଏସ୍‌ପିଓ) ଇଶଫାକ ଅହମ୍ମଦ ଦାରଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଭାଇ ଉମର ଅହମ୍ମଦ ଗୁରୁତର ଆହତ ହୋଇଥିଲେ। କିନ୍ତୁ ରବିବାର ସକାଳେ ହସ୍ପିଟାଲରେ ତାଙ୍କ ମୃତ୍ୟୁ ହୋଇଥିଲା। ବୁଦଗାମର ଚାଦବଗ ଗ୍ରାମରେ ଦୁଇ ଭାଇଙ୍କ ଅନ୍ତିମ ସଂସ୍କାରରେ ହଜାର ହଜାର ସଂଖ୍ୟାରେ ଲୋକେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି।...

ଶିବାଜୀ ପାର୍କରେ ହେବ କୋକିଳକଣ୍ଠୀଙ୍କ ଅନ୍ତିମ ସତ୍କାର

ବମ୍ବେ,୬।୨: ମା’ ସରସ୍ବତୀଙ୍କ ବିସର୍ଜନରେ ବାହୁଡ଼ିଗଲେ ପ୍ରସିଦ୍ଧ ଗାୟିକା ଲତା ମଙ୍ଗେସକର। ଏହାପରେ ତାଙ୍କର ଶେଷକୃତ୍ୟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର...

ମଣିପୁରକୁ କଶ୍ମୀର କରିବାକୁ ଚାହୁଁଛି କେନ୍ଦ୍ର

ନୂଆଦିଲ୍ଲୀ, ୨୫।୬: ମଣିପୁର ସ୍ଥିତିକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଶନିବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ...

୨୦୦ ଫୁଟର ବୋର୍‌ଓ୍ବେଲ୍‌ରେ ଖସିପଡ଼ିଲା ୪ ବର୍ଷର ଶିଶୁ: ଉଦ୍ଧାର ଲାଗି ସେନା ସହାୟତା ଲୋଡ଼ାଗଲା

ଭୋପାଳ,୪।୧୧: ମଧ୍ୟପ୍ରଦେଶର ନିଓ୍ବାରି ଜିଲା ଅନ୍ତର୍ଗତ ବରୋ ବୁଜୁର୍ଗ ଗ୍ରାମସ୍ଥିତ ଏକ ଫାର୍ମରେ ଥିବା ୨୦୦ ଫୁଟର ଏକ ବୋର୍‌ଓ୍ବେଲ ଭିତରକୁ ଜଣେ ୪ ବର୍ଷର...

ଏକ୍ସପ୍ରେସ୍‌ଓ୍ବେ ରାସ୍ତା ମରାମତିରେ ଦୁଇ ବର୍ଷ ବିଳମ୍ବ: କମ୍ପାନୀ ବିରୋଧରେ ନିଆଗଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୬।୧୦: ନୋଏଡା-ଗ୍ରେଟର ନୋଏଡା ଏକ୍ସପ୍ରେସ୍‌ଓ୍ବେ ମରାମତିରେ ଦୁଇ ବର୍ଷ ବିଳମ୍ବ ହେବାରୁ କମ୍ପାନୀ ବିରୋଧରେ ନୋଏଡା ଅଥରିଟି ୧ କୋଟି ଟଙ୍କା ଜରିମାନା ଲଗାଯାଇଛି।...

ଅନ୍ତିମ ବିଦାୟ ପାଇଁ ତିଆରି ହେଲା ରାସ୍ତା

ଆଗ୍ରା, ୧୨ା୧୨: ସେନା ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓ୍ବିଙ୍ଗ କମାଣ୍ଡର ପୃଥ୍ବୀ ସିଂଙ୍କୁ ଶେଷ ବିଦାୟ ଦେବା ପାଇଁ ଉତ୍ତରପ୍ରଦେଶର ଆଗ୍ରାସ୍ଥିତ ତାଙ୍କ ଘରକୁ...

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ...

୯ କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ: ରାଜ୍ୟପାଳଙ୍କୁ ଟାର୍ଗେଟ କଲେ ଶିକ୍ଷାମନ୍ତ୍ରୀ…

ଥିରୁଭାନନ୍ତପୁରମ୍‌,୨୪।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆହୁରି...

Advertisement
Archives

Model This Week