Posted inଜାତୀୟ

ଆତଙ୍କବାଦୀଙ୍କ ଆକ୍ରମଣରେ ପୁଣି ଜଣେ ଯବାନ ମୃତ

ଶ୍ରୀନଗର,୩୧।୧୦: ଆତଙ୍କବାଦୀଙ୍କ ଗୁଳିରେ ନିହତ ହୋଇଛନ୍ତି ଆଉଜଣେ ଯବାନ। ଜମ୍ମୁ କଶ୍ମୀରର ବରମୁଲ୍ଲା ଜିଲାରେ ଗୁଲାମ ମହମ୍ମଦ ଦାର ନାମକ ଯବାନଙ୍କୁ ତାଙ୍କ ଘରେ ପଶି ଗୁଳି କରିଛନ୍ତି ଆତଙ୍କବାଦୀ। ଗୁଳିମାଡରେ ଗୁଲାମ ଗୁରୁତର ଭାବେ ଆହତ ହୋଇଥିବାବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri