କଲେଜ ଆଗରୁ ତମ୍ବା ନାଗ ଉଦ୍ଧାର

ସଜନାଗଡ଼,୧୮।୪(ଡି.ଏନ.ଏ.)-ନୀଳଗିରି କଲେଜ ସମ୍ମୁଖରେ ଶନିବାର ଅପରାହ୍ନରେ ଏକ ୫ଫୁଟ ଲମ୍ବର ତମ୍ବା ନାଗ ବୁଲୁଥିବାର ଦେଖି ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡ଼ିଥିଲେ। ଏନେଇ ସାପ ଧରାଳୀଙ୍କୁ ଲୋକେ ଖବର ଦେଇଥିଲେ। ସାପ ଧରାଳୀ ଶୁକ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତମ୍ବାନାଗକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri