Posted inଜାତୀୟ

ନିଶାଶକ୍ତଙ୍କୁ ରାସ୍ତା ଉପରେ ପିଟିବା ମହଙ୍ଗା ପଡ଼ିଲା

ଭୋପାଳ,୧୩।୩: ଇନ୍ଦୋରରେ ଅଭିଯୋଗ ଅନୁଯାୟୀ, ଦୁଇ ମଦ୍ୟପଙ୍କୁ ରାସ୍ତା ଉପରେ ନିର୍ଯାତନା ଦେବା ୩ ପୋଲିସ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଘଟଣାର ଭିଡିଓ ଭାଇରାଲ ହେବା ପରେ ସେମାନଙ୍କୁ ନିଲମ୍ବିତ କରାଯାଇଛି। ଏହି ଘଟଣା ଶନିବାର ରାତିରେ ହରି ନଗର ଥାନା ନିକଟରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଖୁବ୍‌ ଭାଇରାଲ ହୋଇଥିବା ଭିଡିଓରେ ବିନା ପୋଷାକରେ ପୀଡ଼ିତଙ୍କୁ ରାସ୍ତାରେ ଘୋଷାଡ଼ି ଘୋଷାଡ଼ି ୩ ପୋଲିସ କର୍ମୀ ଗୋଇଠା ଏବଂ ବାଣ୍ଟନରେ ମାରୁଥିବା ଦେଖିବାକୁ ମିଳିଛି।

“ଏହି ଘଟଣା ଶନିବାର ରାତିରେ ଘଟିଥିଲା। ଦୁଇ ମଦ୍ୟପ ଉତ୍ତେଜନା ସୃଷ୍ଟି କରୁଥିବା ହିରା ନଗର ପୋଲିସକୁ ଖବର ମିଳିଥିଲା। ସେମାନଙ୍କ ମଧ୍ୟରୁ ଜଣେ ପୋଲିସ ଠାରୁ ବାଡ଼ି ଛଡ଼ାଇ ନେଇଥିଲେ। ଭାଇରାଲ ଅନ୍ୟ ଏକ ଭିଡିଓରେ ଜଣେ ମଦପ୍ୟ ପୋଲିସକୁ ଗାଳିଗୁଲଜ କରୁଥିବା ଶୁଣିବାକୁ ମିଳୁଛି। ଏଥିଯୋଗୁ ପୋଲିସ କର୍ମୀ ଉତ୍ତ୍ୟକ୍ତ ହୋଇ ମଦ୍ୟପଙ୍କୁ ମାଡ଼ ଦେଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ପୋଲିସ କର୍ମୀଙ୍କୁ ସସ୍‌ପେଣ୍ଡ କରାଯାଇଛି” ବୋଲି ଇନ୍ଦୋର ଡିସିପି ରାଜେଶ ରଘୁବଂଶି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri